ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍‌ଆଇଆର୍) କରାଯିବ

ବିହାର ପରେ ନିର୍ବାଚନ ଆୟୋଗ (ଇସି) ବର୍ତ୍ତମାନ ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର   ସଂଶୋଧନ (ଏସ୍‌ଆଇଆର୍) କରିବେ। ନିର୍ବାଚନ ଆୟୋଗର ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ବିହାର ପରେ ୨୦୨୬ରେ ବିଧାନସଭା ନିର୍ବାଚନ ହେବାକୁ ଥିବା ରାଜ୍ୟରୁ ଦେଶରେ ଏସ୍‌ଆଇଆର ଆରମ୍ଭ…

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ

ପଶ୍ଚିମବଙ୍ଗର ଦୁର୍ଗାପୁରରେ ଗତ ୧୦ ଅକ୍ଟୋବର (ଶୁକ୍ରବାର) ରାତିରେ ଜଣେ ଓଡ଼ିଆ ମେଡିକାଲ୍ ଛାତ୍ରୀଙ୍କ ସହ ଜଘନ୍ୟ ଗଣଦୁଷ୍କର୍ମ ଘଟିଛି। ଏହି ପୀଡ଼ିତାଙ୍କ ଘର ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର । ସେ  ଦ୍ୱିତୀୟ ବର୍ଷର ଛାତ୍ରୀ। ସେ ଦୁର୍ଗାପୁରର ଏକ ଘରୋଇ ମେଡିକାଲ୍ କଲେଜରେ ପଢ଼ୁଥିଲେ । …

ଆସନ୍ତା ୨ରୁ ୩ ଦିନ ଭିତରେ ଓଡ଼ିଶାରୁ ମୌସୁମୀ ବିଦାୟ ନେବ

ପାଖାପାଖି ୨ ସପ୍ତାହ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏଥର ଓଡ଼ିଶା ଛୁଇଁଥିଲା। ୪ ମାସ ୧୩ ଦିନର ରହଣି ପରେ ଏବେ ଓଡ଼ିଶା ଛାଡ଼ିବାକୁ ପ୍ରସ୍ତୁତ ହେଉଛି ମୌସୁମୀ ବାୟୁ। ଆସନ୍ତା ୨ରୁ ୩ ଦିନ ଭିତରେ ଓଡ଼ିଶାରୁ ମୌସୁମୀ ଲେଉଟାଣି ପ୍ରକ୍ରିୟା ଆରମ୍ଭ ହୋଇଯିବ। ମହାରାଷ୍ଟ୍ର, ମଧ୍ୟପ୍ରଦେଶ,…

ଆଜିର ରାଶିଫଳ

ମେଷ: ନିଜର ଲକ୍ଷ୍ୟ ନିର୍ଦ୍ଧାରିତ କରିବା ଲାଗି ନୂଆ ଯୋଜନା କରିବେ। ଚାକିରିଜୀବୀ ଭଲ ଖବର ପାଇବେ। ଧନଲାଭ ଯୋଗ ଅଛି। ବେପାର ଆଗକୁ ବଢ଼ାଇବା ଯୋଜନା କରିବେ। ଜୀବନସାଥୀଙ୍କୁ କିଛି ଭଲ କଥା କହିବେ। ବୃଷ: କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ସାମନାକୁ ଆସିବ।…

“ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି

ପଶ୍ଚିମବଙ୍ଗର ପଶ୍ଚିମ ବର୍ଦ୍ଧମାନ ଜିଲ୍ଲାରେ ଜଣେ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଘଟଣା ରାଜନୈତିକ ବିତର୍କ ସୃଷ୍ଟି କରିଛି। ଭାରତୀୟ ଜନତା ପାର୍ଟି (ବିଜେପି) ମହିଳା ସୁରକ୍ଷାକୁ ନେଇ ମମତା ବାନାର୍ଜୀ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛି। ବିଜେପି ନେତାମାନେ କହିଛନ୍ତି ଯେ…

ହାଇସ୍କୁଲରେ ଆଖିବୁଜା ଗୁଳିମାଡ , ୪ ମୃତ 12 ଆହତ

ଆମେରିକାର ମିସିସିପିରେ ଏକ ହାଇସ୍କୁଲରେ ଆଖିବୁଜା ଗୁଳିମାଡ ମାମଲା ସାମ୍ନାକୁ ଆସିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ୪ ଗୁରୁତରଙ୍କୁ ହେଲିକପ୍ଟରରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ଯାଞ୍ଚ ଚାଲିଥିବା ସୂଚନା ଦେଇଛନ୍ତି ସ୍ଥାନୀୟ ମେୟର ଜନ୍…

ମସ୍ତିଷ୍କ ବୃଦ୍ଧିରେ ଗୁରୁତର ଭୂମିକା ନିର୍ବାହ କରେ ଅଣ୍ଡା

ଆଜି ବିଶ୍ବ ଅଣ୍ଡା ଦିବସ। ଅଣ୍ଡାରେ ଉଚ୍ଚମାନର ପ୍ରୋଟିନ୍, ଭିଟାମିନ୍ ଫୋଲେଟ୍, ସେଲେନିୟମ୍, କୋଲାଇନ୍ ଏବଂ ଲ୍ୟୁଟିନ୍ ଭଳି ଆଣ୍ଟିଅକ୍ସିଡାଣ୍ଟ ସମେତ ବିଭିନ୍ନ ପ୍ରକାରର ଅତ୍ୟାବଶ୍ୟକୀୟ ପୁଷ୍ଟିକର ପଦାର୍ଥ ଭରପୂର୍‌ ମାତ୍ରାରେ ରହିଛି। ଯାହାଫଳରେ ଅଣ୍ଡା ଖାଇଲେ ଆମକୁ ବିଭିନ୍ନ ପ୍ରକାରର…

ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର

ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ତଥା ସଙ୍ଗୀତକାର ଅଭିଜିତ ମଜୁମଦାର। ଭୁବନେଶ୍ଵର ଏମ୍‌ସର ଆଇସିୟୁରେ ରଖି ତାଙ୍କୁ ଚିକିତ୍ସା କରାଯାଉଛି। ସେ ଏବେ ବି କୋମାରେ ରହିଛନ୍ତି। ଶରୀରର ସ୍ନାୟବିକ ସ୍ଥିତିରେ ସୁଧାର ଆସି ନ ଥିବା ଡାକ୍ତର କହିଛନ୍ତି। ୫୪ ବର୍ଷୀୟ…

ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ

ନୂଆପଡ଼ା ଉପନିର୍ବାଚନ ବିଜେପି ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ । ଆଜି ସେ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି । ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ…

ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷି ଓ କିସାନ ସଶକ୍ତିକରଣ ବିଭାଗର ୨୬ଟି ନୂଆ ଯୋଜନାର ଶୁଭାରମ୍ଭ  କରିଛନ୍ତି  ।   ସେ ରାଜଧାନୀର ପାଣ୍ଡରାଠାରେ ଏକ ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କରିଛନ୍ତି ।  ‘ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା’ ଅଧୀନରେ ରାଜ୍ୟ ପାଇଁ ଏକ ସମନ୍ୱିତ…