ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ ସାଜିଛି। ପାଣିପାଗ ବିଭାଗ ଆଗାମୀ ଦିନରେ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରିଛି। ଅନ୍ୟପଟେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ତିକ୍ତତା ମୁଦ୍ରାସ୍ଫୀତି…

ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ ବିଜୟ ଥିଲା। ତେବେ ଏହି ବିଜୟ ସହିତ ପଏଣ୍ଟ ଟେବୁଲରେ ଏକ ବଡ ପରିବର୍ତ୍ତନ ହୋଇଛି।ଯଦିଓ ଆରସିବି ଦ୍ୱିତୀୟ ବିଜୟ ହାସଲ କରିଛି,…

ଉମରକୋଟରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଭି.କେ ପାଣ୍ଡିଆନ

ଉମରକୋଟରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଭି.କେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ କାମକୁ ଆହୁରି ଜୋରଦାର କରିବାକୁ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଦେବାକୁ ଅପିଲ କରିଛନ୍ତି ପାଣ୍ଡିଆନ । ଏହାସହ ମଞ୍ଚ ଉପରେ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ମଧ୍ୟ…

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି। ଏନେଇ ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିବୃତି ଜାରି ହୋଇଛି।ସେହିପରି ଗୁରୁବାର ଇଟାଲୀର ୭୯ତମ…

ଗାଜାରେ ଦୁର୍ଭିକ୍ଷର

ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଖାଦ୍ୟସଙ୍କଟ ଉପରେ ଏହି ବୈଶ୍ୱିକ ରିପୋର୍ଟରେ କୁହାଯାଇଛି, ଖାଦ୍ୟ ସୁରକ୍ଷାରେ ଅବନତି ଯୋଗୁ ୨୦୨୨ ତୁଳନାରେ ଗତବର୍ଷ ଅଧିକ ୨୪ ନିୟୁତ ଲୋକଙ୍କୁ ଖାଦ୍ୟାଭାବର ସାମନା…

ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟିଙ୍ଗ

୨୦୨୪ ସାଧାରଣ ନିର୍ବାଚନ ପାଇଁ ଆଜି ପଡ଼ିବ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଦ୍ୱିତୀୟ ପର୍ଯ୍ୟାୟରେ ୧୨ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଂଚଳର ୮୮ଟି ଆସନ ପାଇଁ ମତଦାନ ହେବ । ପାଖାପାଖି ୧୬ କୋଟି ଭୋଟର ୧୨୦୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ଏମାନଙ୍କ ମଧ୍ୟରୁ ୨୦ରୁ ୨୯ ବର୍ଷ…

ଆଜିର ରାଶିଫଳ

ମେଷ: ଚାକିରିରେ କର୍ତ୍ତୃକ୍ଷଙ୍କ ସହଯୋଗ ପାଇବେ। ଯାହା ଦ୍ବାରା ଯଥେଷ୍ଟ ଲାଭ ହେବାର ସମ୍ଭାବନା। ପରିବାରରେ ଆନନ୍ଦର ବାତାବରଣ ରହିବ। ନାରାଜ ଥିବା ବନ୍ଧୁଙ୍କୁ ମନାଇବା ପାଇଁ ଦିନଟି ଭଲ। ‌ ବୃଷ: ପରିବାରରେ ସୁଖଶାନ୍ତି ବଜାୟ ରହିବ। ବେପାର କରୁଥିବା ଲୋକଙ୍କୁ ଲାଭ ମିଳିବା ଯୋଗ ଅଛି।…

ସାରା ରାଜ୍ୟରେ ଅଗ୍ନିବର୍ଷା

ଲଗାତାର ୧୨ ଦିନ ଧରି ଜାରି ରହିଛି ଗ୍ରୀଷ୍ମପ୍ରବାହ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସ୍ଥିତି ଅସମ୍ଭାଳ ହେବ । ଆକାଶରୁ ବର୍ଷିବ ନିଆଁ । ୨ ଦିନ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର । ୪୫ରୁ ୪୮ ଡିଗ୍ରୀ ଛୁଇଁବ ତାପମାତ୍ରା । ଦିନ ୧୧ଟାଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆୱାର…

କୋରାପୁଟ ଓ ରାୟଗଡ଼ାରେ କାର୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର ,ନାଁ ନନେଇ କେନ୍ଦ୍ରମନ୍ତ୍ରୀଙ୍କୁ କଲେ ଟାର୍ଗେଟ,

ଗତକାଲି ହିଂଜିଳିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ଅଭିଯାନ ଆରମ୍ଭ କରିବା ପରେ ଆଜି ଏହାକୁ ଆଗକୁ ବଢ଼ାଇଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍ । କୋରାପୁଟର ପଟାଙ୍ଗୀ ଓ ଲକ୍ଷ୍ମୀପୁରରେ ସେ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି । ରାୟଗଡ଼ାର ବିଷମ କଟକରେ ମଧ୍ୟ ପ୍ରଚାର କରିଛନ୍ତି…

୨୫ ବର୍ଷ ନବୀନ ବାବୁଙ୍କୁ ଦେଲେ ୫ ବର୍ଷ ବିଜେପିକୁ ଦିଅନ୍ତୁ -ଅମିତ ଶାହା

ସୋନପୁର ସଂକଳ୍ପ ସମାବେଶରୁ ରାଜ୍ୟ ସରକାରଙ୍କ ବିରୋଧରେ ରଣ ହୁଙ୍କାର ଦେଲେ ଅମିତ ଶାହା । ବିଜେଡି ସରକାରଙ୍କ ବିଫଳତା କଥା ଉଠାଇ ଜୋରଦାର ବର୍ଷିଲେ ଶାହା । ସୋନପୁର ସଭାରୁ ସାରା ଓଡିଶାବାସୀଙ୍କୁ ୫ ବର୍ଷର ସମୟ ମାଗିଲେ ଶାହା । କହିଲେ ୨୫ ବର୍ଷ ନବୀନ ବାବୁଙ୍କୁ ଦେଲେ ୫ ବର୍ଷ ବିଜେପିକୁ…