ରେଳବାଇରେ ବମ୍ପର ନିଯୁକ୍ତି

ରେଳବାଇ ସଂରକ୍ଷଣ ବଳ (ଆରପିଏଫ କନଷ୍ଟେବଳ ନିଯୁକ୍ତି) ରେ କନଷ୍ଟେବଳ ତଥା ସବ୍ ଇନ୍ସପେକ୍ଟର ପଦବୀରେ ନିଯୁକ୍ତି ପାଇଁ ରେଳବାଇ ନିଯୁକ୍ତି ବୋର୍ଡ ବିଜ୍ଞପ୍ତି ଜାରି କରିଛି ।ଏହି ନିଯୁକ୍ତି ପ୍ରକ୍ରିୟା ଅନୁଯାୟୀ, ୪୬୬୦ ପଦବୀ (ଆରପିଏଫ୍ ଏସଆଇ ପଦବୀ) ର ମୋଟ ଖାଲି ପଦବୀରେ ନିଯୁକ୍ତି କରାଯିବ ।…

ପଦ୍ମ ଧରିଲେ ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ଓ ତାଙ୍କ ସ୍ବାମୀ

ବିଜେପିରେ ମିଶିଲେ ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ଓ ତାଙ୍କ ସ୍ବାମୀ ତଥା ବଲାଙ୍ଗୀରର ବରିଷ୍ଠ ଆଇନଜୀବୀ ସରୋଜ ପାଣିଗ୍ରାହୀ। ଏଣେ ନୂଆପଡ଼ାରୁ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ସମ୍ପାଦକ ସରୋଜ ସାହୁ, ଜିଲ୍ଲା ଯୁବ ବିଜେଡି ସଭାପତି ହରିଶ୍ଚନ୍ଦ୍ର…

କାହା ଟାର୍ଗେଟରେ ସଲମାନ୍‌?

ବଲିଉଡ୍‌ ସୁପରଷ୍ଟାର ସଲମାନଙ୍କ ଘର ଉପରକୁ ଗୁଳି ମାଡ଼। କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଭୋର ସମୟରେ ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ତିନି ରାଉଣ୍ଡ ଗୁଳି ଚଳାଇଥିଲେ।ବିଗତ କିଛି ବର୍ଷର ଘଟଣାବଳୀକୁ ଦେଖିଲେ ବିଶ୍ନୋଇ ଗ୍ୟାଙ୍ଗର ଟାର୍ଗେଟରେ ରହି ଆସିଛନ୍ତି ସଲମାନ। ଲରେନ୍ସ ବିଶ୍ନୋଇ…

ରାଜନୈତିକ କାର୍ଯ୍ୟରେ ସାମିଲ ହୋଇଥିବାରୁ ଶିକ୍ଷକଙ୍କ ହେଲା ବଦଳି

ବୌଦ୍ଧ ଜିଲ୍ଲାରେ ଆଉ ଜଣେ ଶିକ୍ଷକଙ୍କ ଉପରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ଛାଟ । ରାଜନୈତିକ କାର୍ଯ୍ୟରେ ସାମିଲ ହେବାରୁ ଶିକ୍ଷକଙ୍କ ଉପରେ ହୋଇଛି କାର୍ଯ୍ୟାନୁଷ୍ଠାନ । କଣ୍ଟାମାଳ ଆଦିବାସୀ ହାଇସ୍କୁଲର ସହକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନଙ୍କୁ ନିର୍ବାଚନ ମଣ୍ଡଳୀ ବାହାରକୁ ବଦଳି କରାଯାଇଛି…

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି ଦାଗ ଦେଖାଯାଏ ପୁଣି କାହାର ଦେହ କୁଣ୍ଡାଇ ହୁଏ। ଏହିସବୁ ସମସ୍ୟାରୁ ରକ୍ଷା ପାଇବା ପାଇଁ କେହି କେହି ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ…

ଷ୍ଟକ୍ ମାର୍କେଟରେ ହାହାକାର

ଇରାନ ଇସ୍ରାଏଲର ଅନେକ ସ୍ଥାନକୁ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରିଥିବାରୁ ସମଗ୍ର ବିଶ୍ୱରେ ଉତ୍ତେଜନା ବୃଦ୍ଧି ପାଇଛି। ଏଥି ସହିତ, ଆଗାମୀ ସମୟ ବହୁତ କଷ୍ଟସାଧ୍ୟ ହେବ ବୋଲି କୁହାଯାଉଛି। ବିଶେଷକରି ଅଶୋଧିତ ତୈଳ ମୂଲ୍ୟ ଏବଂ ମୁଦ୍ରାସ୍ଫୀତିର ବ୍ୟାପକ ବୃଦ୍ଧି ହେବାର ସମ୍ଭାବନା ଅଛି।…

ଶୀତତାପ ସାମଗ୍ରୀ ଚାହିଦା ବୃଦ୍ଧି

ତାପମାତ୍ରା ବୃଦ୍ଧି ପାଇଥିବାରୁ ଆଗକୁ ମଧ୍ୟ କାରବାରରେ ଅଭିବୃଦ୍ଧି ସହ ବଜାରରେ ମଧ୍ୟ ସିଜନ ଶେଷ ସୁଦ୍ଧା କାରବାର ପ୍ରାୟ ୧୨%ରୁ ୧୫% ବୃଦ୍ଧି ଘଟିବ। ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷର ତାପମାତ୍ରା ଅଧିକ ରହିଥିଲାବେଳେ ବଜାରରେ କମ୍ପାନୀଗୁଡିକର ନୂତନ ଉତ୍ପାଦ ଓ ଅତ୍ୟାଧୁନିକ ସାମଗ୍ରୀ…

ଭାରତକୁ ବଡ଼ ସଫଳତା

ଭାରତୀୟ ସେନା ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଟ୍ୟାଙ୍କବିଧ୍ୱଂସୀ ଗାଇଡେଡ୍‌ ମିଶାଇଲ୍‌ ସିଷ୍ଟମ୍‌ର ସଫଳ ପରୀକ୍ଷା କରିଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ପ୍ରତିଷ୍ଠାନ (ଡିଆର୍‌ଡିଓ) ଦ୍ୱାରା ଡିଜାଇନ ଓ ବିକଶିତ ହୋଇଥିବା ଏହି ଓ୍ବିପନ୍‌ ସିଷ୍ଟମକୁ ଜଣେ ବ୍ୟକ୍ତି ବହନ କରିପାରିବେ। ଏଥିରେ…

ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ମାଛଧରା ବନ୍ଦ

ପାରାଦୀପ ମାଛଧରା ବନ୍ଦର ସମେତ ରାଜ୍ୟର ସମସ୍ତ ଉପକୂଳ ଜିଲାରେ ସୋମବାରଠାରୁ ୬୧ ଦିନ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି। ଏହି ୨ମାସରେ କୌଣସି ମତ୍ସ୍ୟଜୀବୀ ସମୁଦ୍ରରେ ମାଛ ଧରି ପାରିବେ ନାହିଁ। ମତ୍ସ୍ୟ ନିର୍ଦ୍ଦେଶାଳୟ କଟକ ପକ୍ଷରୁ ଏହି ସର୍କୁଲାର (ଚିଠି ନଂ.୩୯୮୭) ଜାରି କରାଯାଇଛି।…

ଆଜିର ରାଶିଫଳ

ମେଷ: ଜୀବନରେ ଖୁସି ହି ଖୁସି ଆସିବ। ଅଫିସ୍‌ରେ ଆପଣଙ୍କ ବେଶଭୂଷାର ପ୍ରଶଂସା ହେବ। ସମାଜରେ ଆପଣଙ୍କ କାମର ପ୍ରଶଂସା ହେବ। ଦାମ୍ପତ୍ୟ ଜୀବନ ଖୁସି ଭରା ରହିବ। ଛାତ୍ରଛାତ୍ରୀଙ୍କ ଲାଗି ସମୟ ଅନୁକୂଳ। ବୃଷ: ବାପା ମାଆଙ୍କ ସହିତ ଧର୍ମାନୁଷ୍ଠାନକୁ ଯିବେ। କୌଣସି ଶୁଭ ଖବର ପାଇବେ। ଆପଣଙ୍କର…