ବିଜେଡି ଛାଡ଼ିଲେ ବରିଷ୍ଠ ନେତ୍ରୀ ଜ୍ୟୋତି ପାଣିଗ୍ରାହୀ

ନିର୍ବାଚନକୁ ଦିନ ଯେତେ ପାଖେଇ ଆସୁଛି ବିଭିନ୍ନ ଦଳରୁ ରାଜନେତାଙ୍କ ଇସ୍ତଫା ତାଲିକା ସେହିଭଳି ବଢିବାରେ ଲାଗିଛି । ଏହି କ୍ରମରେ ଗୁରୁବାର ଜଣେ ବିଜେଡି ନେତ୍ରୀ ଦଳ ଛାଡ଼ିଛନ୍ତି । ସେ ହେଉଛନ୍ତି ବରିଷ୍ଠ ନେତ୍ରୀ ଜ୍ୟୋତି ପାଣିଗ୍ରାହୀ ।ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ…

ପ୍ରଥମ ଥର ଅଲିମ୍ପିକ୍ସରେ ଆର୍ଥିକ ପୁରସ୍କାର

ଅଲିମ୍ପିକ୍ସରେ ଦୌଡ଼କୁଦ ପ୍ରଥମ ବିଭାଗ ଭାବେ ଏହାର ପଦକ ବିଜେତାଙ୍କୁ ଆର୍ଥିକ ପୁରସ୍କାର ପ୍ରଦାନ କରିବ। ପ୍ୟାରିସ୍‌ରେ କେବଳ ସ୍ବର୍ଣ୍ଣ ପଦକ ବିଜେତାଙ୍କୁ ପ୍ରତ୍ୟେକ ୫୦ହଜାର ଡଲାର (ପ୍ରାୟ ୪୧ଲକ୍ଷ ୬୦ହଜାର ଟଙ୍କା) ଲେଖାଏଁ ପୁରସ୍କାର ପାଇବାକୁ ଥିବା ବେଳେ ୨୦୨୮ ଲସ୍‌ ଏଞ୍ଜେଲ୍‌ସ…

ଓଏସଏସଟିଇଟି ରେଜଲ୍ଟ ପ୍ରକାଶ କେବେ ପାଇବ?

ଓଏସଏସଟିଇଟି ଫଳ ପ୍ରକାଶରେ ବିଳମ୍ବ ହେଉଥିବାରୁ ଆଶାୟୀମାନେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷକ ନିଯୁକ୍ତିରେ ଆବେଦନ କରିପାରୁ ନାହାନ୍ତି । ଉକ୍ତ ନିଯୁକ୍ତିର ଶେଷ ତାରିଖ ଏପ୍ରିଲ ୩୦ ତାରିଖ ରହିଥିବା ବେଳେ ତା’ ପୂର୍ବରୁ ଆବେଦନ କରିବାକୁ ଆଶାୟୀମାନେ ଦାବି କରୁଛନ୍ତି । ଏଭଳି ସ୍ଥିତିରେ…

ରଦ୍ଦ ହେଲା ଦୁଇ ବିଧାୟକଙ୍କ ସଭ୍ୟ ପଦ

ରଦ୍ଦ ହେଲା ଦୁଇ ବିଧାୟକଙ୍କ ସଭ୍ୟ ପଦ । ଅରବିନ୍ଦ ଢାଲି ଏବଂ ପ୍ରେମାନନ୍ଦ ନାୟକଙ୍କ ବିଧାନସଭା ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ସମ୍ବିଧାନର ନିୟମ ମୁତାବକ କାର୍ଯ୍ୟାନୁଷ୍ଠାନ ନେବା ସହିତ ବାଚସ୍ପତି ପ୍ରମିଳା ମଲ୍ଲିକ ଜୟଦେବ ବିଧାୟକ ଓ ତେଲକୋଇ ବିଧାୟକଙ୍କ ସଭ୍ୟ ପଦ…

ଚୈତ୍ର ନବରାତ୍ରିର ୩ୟ ଦିନରେ କରନ୍ତୁ ମାଆ ଚନ୍ଦ୍ରଘଣ୍ଟାଙ୍କ ପୂଜା

ଚୈତ୍ର ନବରାତ୍ରିର ତୃତୀୟ ଶକ୍ତି ମାଆ ଚନ୍ଦ୍ରଘଣ୍ଟାଙ୍କ ପୂଜା କରାଯାଇଥାଏ। ମାଆଙ୍କ ଏହି ରୂପ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ବିଶ୍ୱାସ କରାଯାଏ। ମାଆ ଚନ୍ଦ୍ରଘଣ୍ଟାଙ୍କ ଉପାସନା ସାହସୀ କରାଇଥାଏ । ଦେବୀ ଚନ୍ଦ୍ରଘଣ୍ଟାଙ୍କ ରଙ୍ଗ ସୁନା ପରି ଉଜ୍ଜ୍ୱଳ ଏବଂ ତାଙ୍କ ବାହନ ସିଂହ ଅଟେ।ଦେବୀ ମାଆଙ୍କ…

ବିନା ବାଧାରେ ମହାକାଶ ଯାତ୍ରା ସମ୍ଭବ ହେବ!

ଆମ ପୃଥିବୀର ଆକାଶରେ ଅନଆଇଡେଣ୍ଟିଫାଏଡ୍ ଫ୍ଲାଇଙ୍ଗ ଅବଜେକ୍ଟ (ୟୁଏଫଓ) ଚିହ୍ନଟ ହୋଇଥିବା ନେଇ ଅନେକ ଥର ଚର୍ଚ୍ଚା ହୋଇଛି । ଏନେଇ ବୈଜ୍ଞାନିକମାନେ ମଧ୍ୟ ଭିନ୍ନ ଭିନ୍ନ ତଥ୍ୟ ପ୍ରଦାନ କରିଥାନ୍ତି । ତାହା କେତେଦୂର ସତ ସେନେଇ ମଧ୍ୟ ଆଲୋଚନା ହୋଇଛି । ରହସ୍ୟମୟୀ ଉଡ଼ନ୍ତା ବସ୍ତୁ ଜରିଆରେ ସେମାନେ…

ଆଜି ପବିତ୍ର ଇଦ୍

ଆଜି ପବିତ୍ର ଇଦ୍ ଉଲ ଫିତର। ସାରା ଭାରତରେ ଆଜି ଇଦ୍ ଉତ୍ସବ ପାଳନ ହେଉଛି। ରମଜାନ ମାସ ପୂରଣ ହେବା ପରେ ଆଜି ଇଦ ପାଳନ କରୁଛନ୍ତି ଇସଲାମ ଭାଇଭଉଣୀ। ମସଜିଦରେ ଇସଲାମ ଧର୍ମାବଲମ୍ବୀଙ୍କ ଗହଳି ଲାଗିଛି। ସମୂହ ନମାଜ ପାଠ କରୁଛନ୍ତି ମୁସଲମାନ ଭାଇଭଉଣୀ। ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି…

ହମାସ ମୁଖ୍ୟଙ୍କ ୩ ପୁଅଙ୍କ ମୃତ୍ୟୁ

ଇସ୍ରାଏଲ-ହମାସ ମଧ୍ୟରେ ପୁଣି ସଂଘର୍ଷ ତେଜିଲା। ଆକ୍ରମଣରେ ଆତଙ୍କୀ ସଂଗଠନ ହମାସ ମୁଖ୍ୟ ଇସମାଇଲ୍ ହାନିୟେଙ୍କ ୩ ପୁଅଙ୍କ ମୃତ୍ଯୁ ଘଟିଛି। ଇସ୍ରାଏଲ ସେନା ଆକ୍ରମଣରେ ନିହତ ହୋଇନ୍ତି ହମାସ ମୁଖ୍ୟ ହାନିୟେଙ୍କ ୩ ପୁଅ। ଜେରୁଜେଲମର ଅଲ ଆକସା ମସଜିଦ ଯିବା ବାଟରେ ତାଙ୍କ କାର ଉପରେ ଏୟାର ଷ୍ଟ୍ରାଇକ…

କେଜ୍‌ରିୱାଲଙ୍କୁ ଆଉ ଏକ ଝଟ୍‌କା 

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କ ବିରୋଧରେ ଭିଜିଲାନ୍ସ ବିଭାଗ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବିଭବ କୁମାରଙ୍କୁ ସେବାରୁ ହଟାଇଦିଆଯାଇଛି। ଭିଭିଲାନ୍ସ ବିଭାଗ ତାଙ୍କ ନିଯୁକ୍ତିକୁ…

ସଫଳ ଦାମ୍ପତ୍ୟ ଯୋଡ଼ି

ବଲିଉଡର ହିଟ୍‌ ଯୋଡ଼ିମାନଙ୍କ ମଧ୍ୟରୁ ଖିଲାଡି କିଙ୍ଗ୍‌ ଅକ୍ଷୟ କୁମାର ଏବଂ ଅଭିନେତ୍ରୀ ଟ୍ବିଙ୍କିଲ୍‌ ଖାନ୍ନାଙ୍କ ଯୋଡ଼ି ଅନ୍ୟତମ। ଏବେ ସଫଳ ଦାମ୍ପତ୍ୟ ଜୀବନ ଜିଉଁଥିବା ଅକ୍ଷୟ କିନ୍ତୁ ଯୁବାବସ୍ଥାରେ ଚପଳ ଥିଲେ। ବିବାହିତ ଥିବା ସତ୍ତ୍ୱେ ନାୟିକାମାନଙ୍କ ପ୍ରେମରେ ପଡ଼ିଯାଉଥିଲେ। ଅନେକ…