ବିଜେପି ଛାଡିଲେ ଲେଖାଶ୍ରୀ
ରାଜ୍ୟ ବିଜେପିକୁ ଆଉ ଏକ ଝଟକା । ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର। ସୋସିଆଲ ମିଡିଆ ଜରିଆରେ ସେ ଏହି ସୂଚନା ଦେଇଛନ୍ତି। ସେ ବିଜେପିର ଉପସଭାପତି ପଦରେ ଥିଲେ। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଛନ୍ତି। ବିଜେପି ରାଜ୍ୟ ସଭାପତିଙ୍କୁ ସେ ତାଙ୍କର ଇସ୍ତଫା ପତ୍ର…