ଆସନ୍ତା ତିନି ଦିନରେ ସାରା ରାଜ୍ୟରେ ରାତି ତାପମାତ୍ରା ପ୍ରାୟ ୩ ଡିଗ୍ରୀ ଯାଏ କମିପାରେ – ପାଣିପାଗ ବିଶେଷଜ୍ଞ
ରାତି ତାପମାତ୍ରା ୨ରୁ ୪ଡିଗ୍ରୀ ଯାଏ କମିପାରେ। ଏଥିପାଇଁ ଶୀତ ବଢ଼ିବ । ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, କଟକ, ଗଜପତି ଓ କନ୍ଧମାଳରେ ଘନ କୁହୁଡ଼ି ମଧ୍ୟ ଦେଖାଦେବ। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ତିନି…