ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର ୧୮ଟି ଦୁର୍ଗମ ଗ୍ରାମରେ ସ୍ୱାସ୍ଥ୍ୟସେବା ଯୋଗଇଲା ବେଦାନ୍ତ ଆଲୁମିନିୟମର ଭ୍ରାମ୍ୟମାଣ…
ବେଦାନ୍ତ ଆଲୁମିନିୟମର ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ୟୁନିଟ୍ (ଏମ୍ଏଚ୍ୟୁ) ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର ୧୮ଟି ଦୁର୍ଗମ ଗ୍ରାମର ୫୦,୦୦୦ରୁ ଅଧିକ ବାସିନ୍ଦାଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେଇଛି । ଗତ ତିନି ବର୍ଷରେ କମ୍ପାନି ୩୦୦୦ ରୁ ଅଧିକ ମାଗଣା ସ୍ୱାସ୍ଥ୍ୟସେବା ଶିବିର ଆୟୋଜନ କରିଛି।…