ଝାରସୁଗୁଡ଼ାରୁ ବିମାନ ଚଳାଚଳ ବନ୍ଦ କଲା ସ୍ପାଇସ୍ଜେଟ୍
ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସ୍ପାଇସ୍ଜେଟ୍ ଝାରସୁଗୁଡ଼ାରୁ ଦିଲ୍ଲୀକୁ ଚଳାଚଳ କରୁଥିବା ସମସ୍ତ ବିମାନକୁ ଆଜିଠାରୁ ସମ୍ପୂର୍ଣ୍ଣ ରୂପେ ଅପସାରଣ କରିଛି। ଝାରସୁଗୁଡ଼ା ବିମାନବନ୍ଦରରରୁ ସ୍ପାଇସ୍ ଜେଟ୍ତା ’ର ବିମାନ ସେବା ବିଭିନ୍ନ ସେକ୍ଟରରୁ ବନ୍ଦ କରିବାରେ ଲାଗିଥିବାରୁ…