ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ
ଭୁବନେଶ୍ୱର : ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ କେନ୍ଦ୍ରରେ ଗତ ୧୧ ବର୍ଷ ଓ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଦେଢ଼ବର୍ଷ ହେବ ବିଜେପି ସରକାର ଚାଲିଛି। ମାତ୍ର ଏହି ସରକାରରେ ଏପର୍ଯ୍ୟନ୍ତ କୌଣସି ପ୍ରକାର ଦୁର୍ନୀତିର ଛାପ…