ଆଇପିଏଲ୍‌ରେ କେଉଁଠୁ ଆସେ ଏତେ ଟଙ୍କା? 

ଆଇପିଏଲ୍‌ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ । ଏହି ଟୁର୍ନାମେଣ୍ଟ ଚକାଚକ୍‌ ରଙ୍ଗ, ନୃତ୍ୟ, ରୋମାଞ୍ଚ, ଆକ୍ସନ ଏବଂ ଗ୍ଲାମରରେ ପରିପୂର୍ଣ୍ଣ। ଏହି ଅବଧିରେ ବିଦେଶୀ ଖେଳାଳିମାନେ ଦୁଇ ମାସର ପାରିବାରିକ ପିକନିକ୍‌ ପାଇଁ ଭାରତକୁ ଆସନ୍ତି। ସେଥିପାଇଁ କେତେକ ଲୋକ ଏହାକୁ ଇଣ୍ଡିଆନ ପ୍ରିମିୟର ଲିଗ…

ନିର୍ବାଚନ ପାଇଁ ବଦଳିଲା

NEET PG ପରୀକ୍ଷଣର କାର୍ଯ୍ୟସୂଚୀ ପୂର୍ବରୁ ଥରେ ମଧ୍ୟ ପରିବର୍ତ୍ତନ କରାଯାଇଥିଲା। ଏହାପୂର୍ବରୁ ମାର୍ଚ୍ଚ ୩ରେ NEET PG 2024 ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। କିନ୍ତୁ ଏହାକୁ ଜୁଲାଇ ୭, ୨୦୨୪କୁ ଘୁଞ୍ଚାଯାଇଥିଲା। ତେବେ ବର୍ତ୍ତମାନ ଲୋକ ସଭା ନିର୍ବାଚନ ହେତୁ ଏହାର ତାରିଖ ପୁଣି ଥରେ…

ଆଜିର ରାଶିଫଳ

ମେଷ: କର୍ମକ୍ଷେତ୍ରରେ ଶୁଭଫଳ ମିଳିବ ଏବଂ ବାକିପଡ଼ିଥିବା ଅର୍ଥ ହାତକୁ ଆସିବାରୁ ମନ ଖୁସି ରହିବ । ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବେ ଓ ସୁସ୍ୱାଦୁ ଭୋଜନ କରିବେ । ରାଜନୀତି କରୁଥିବା ବ୍ୟକ୍ତି ଦୂରସ୍ଥାନକୁ ଯାତ୍ରା କରିବେ ଓ ଅଚାନକ ଅର୍ଥପ୍ରାପ୍ତି ହେବ । ବୃଷ : ସନ୍ତାନମାନଙ୍କର…

କୋରାସିଆ ଟୋକ୍ନୋଲୋଜି’ର କୃତିତ୍ବ

ପୂର୍ବରୁ ଗଭୀର ପାଣି ଭିତରେ ଥିବା ବିଭିନ୍ନ ପ୍ରକଳ୍ପର ସ୍ଥିତି ନିରୀକ୍ଷଣ, ସମୀକ୍ଷା ସମ୍ଭବ ହେଉନଥିଲା। ଏବେ କିନ୍ତୁ ଏହି ସମସ୍ୟାର ସ୍ଥାୟୀ ସମାଧାନ ଖୋଜି ବାହାର କରିଛି ରାଉରକେଲା ଏନ୍‌ଆଇଟିର ଷ୍ଟାର୍ଟ‌୍ଅପ୍‌ ‘କୋରାସିଆ ଟେକ୍ନୋଲଜି’। ଏହି କମ୍ପାନି ମାନବବିହୀନ ରୋବଟ୍‌ ତିଆରି କରିଛି।…

ସମଗ୍ର ରାଜ୍ୟରେ ଖରା ଦିନରେ ପ୍ରବଳ ଶୀତ

କାଳବୈଶାଖୀ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗିରହିଛି। ଉପକୂଳଠାରୁ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ, ସବୁଠି ବର୍ଷା ସହ କୋହଲା ପାଗ ଜାରି ରହିଥିବାରୁ ଗ୍ରୀଷ୍ମରେ ଉଭୟ ଶୀତ ଓ ବର୍ଷା ଅନୁଭୂତ ହେଉଛି। ବର୍ଷା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ…

ଅଟକିଳା ବିଦେଶୀ ଜାହାଜ

ଶ୍ରୀଲଙ୍କା ସରକାର କହିଛନ୍ତି ଯେ ସେମାନେ ବିଦେଶୀ ଅନୁସନ୍ଧାନ ଜାହାଜଗୁଡ଼ିକୁ ସେମାନଙ୍କ ବନ୍ଦରରେ ଜିନିଷ ପତ୍ର ଲୋଡ କରିବା କିମ୍ବା ଡକ କରିବାକୁ ଅନୁମତି ଦେବେ। ଘଟଣାହେଲା ଶ୍ରୀଲଙ୍କା ଏହା ଉପରେ ପ୍ରତିବନ୍ଧକ ଲଗାଇଥିଲା, କିନ୍ତୁ ନିକଟରେ ଶ୍ରୀଲଙ୍କା ଏକ ଜର୍ମାନ ସର୍ଭେ ଜାହାଜକୁ ଏହାର…

ଥରିଲା ଅରୁଣାଚଳ ପ୍ରଦେଶ

ଆଜି  ସକାଳେ ଅରୁଣାଚଳ ପ୍ରଦେଶରେ ଲଗାତାର ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ ଗୁରୁବାର ଦିନ ଅରୁଣାଚଳ ପ୍ରଦେଶରେ ଭିନ୍ନ ଭିନ୍ନ ସମୟରେ ଭୂକମ୍ପ ଅନୁଭୂତ ହୋଇଛି, ଯେଉଁଥିପାଇଁ ଲୋକମାନେ ଭୟଭୀତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଦୁଇଟି ଭୂକମ୍ପରେ କୌଣସି…

ସରିନି କାଳବୈଶାଖୀର ତାଣ୍ଡବ

ଆଜିଠୁ ପାଗରେ ପରିବର୍ତ୍ତନ ହେବା ନେଇ ଆଶା କରାଯାଉଛି । ପ୍ରବଳ କୁହୁଡ଼ି ଯୋଗୁଁ ଟ୍ୱିନ ସିଟିରେ ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇଛି । ରାସ୍ତାର ଆଗକୁ ୨୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ହେଉନଥିବାରୁ ଗାଡ଼ି ଚାଳକ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ତେବେ ଗତକାଲି କାଳବୈଶାଖୀ ପ୍ରଭାବରେ…

ଆଇପିଏଲ-୨୦୨୪ – ବ୍ୟାଟ୍ସମ୍ୟାନଙ୍କ ପ୍ରଭାବ କମାଇବାକୁ ଏଥର ନୂଆ ନିୟମ

ଶୁକ୍ରବାରରୁ ଆରମ୍ଭ ହେଉଛି ଆଇପିଏଲର ୧୭ ତମ ସଂସ୍କରଣ । ଉଦଘାଟନୀ ମୁକାବିଲାରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର୍ କିଙ୍ଗ ଓ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର । ଆଇପିଏଲରେ ବୋଲରଙ୍କ ପ୍ରଭାବ କମୁଥିବାରୁ ଚଳିତ ଆଇପିଏଲରେ ବୋଲରଙ୍କୁ ସୁହାଇବା ପାଇଁ ନୂଆ ନିୟମ ହେବ । ବୋଲରମାନେ ଗୋଟିଏ ଓଭରରେ…

ମାର୍ଚ୍ଚ ୩୧ ତାରିଖ ରବିବାର ଖୋଲା ରହିବ ବ୍ୟାଙ୍କ

ମାର୍ଚ୍ଚ ୩୧ ତାରିଖ ରବିବାର ଖୋଲା ରହିବ ସମସ୍ତ ବ୍ୟାଙ୍କ । ଏନେଇ ଏକ୍ସରେ ସୂଚନା ଦେଇଛି ରିଜର୍ଭ ବ୍ୟାଙ୍କ । ରିଜର୍ଭ ବ୍ୟାଙ୍କ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସରେ ଟ୍ବିଟ୍ କରି କହିଛି କି ୩୧ ମାର୍ଚ୍ଚ ୨୦୨୪ ରବିବାର ହେବା ସତ୍ତ୍ବେ ସମସ୍ତ ବ୍ୟାଙ୍କ ଖୋଲା ରହିବ । ଚଳିତ ଆର୍ଥିକ ବର୍ଷ…