ପେଟ ମାଡ଼ି ଶୋଉଥିଲେ

ପେଟମାଡ଼ି ଶୋଇବା ଅଭ୍ୟାସ ଅନେକଙ୍କଠାରେ ଦେଖିବାକୁ ମିଳେ। ହେଲେ ଆପଣ ଜାଣନ୍ତି କି ଏପରି ଶୋଇବା ଦ୍ୱାରା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଉପୁଜିପାରେ। ଜାଣିରଖନ୍ତୁ ସେ ସମ୍ପର୍କରେ…ପେଟ ମାଡ଼ି ଶୋଇବା ଦ୍ୱାରା ମାଂସପେଶୀଗୁଡ଼ିକ ଚାପିହୋଇ ରହିବା ସହ ବଡି ପୋଜିଶନ ଠିକ୍‌ ଭାବେ ନ ରହୁ ଥିବାରୁ…

ଆଜିର ରାଶିଫଳ

ମେଷ: ଉଚ୍ଚ ସମ୍ଭବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ପରକଥାରେ ପଡି ବନ୍ଧୁଙ୍କ ସହ କଳହ ସୃଷ୍ଟି ହୋଇପାରେ। ବୃଷ : ବ୍ୟବସାୟରେ ଲାଭ ମିଳିବ ନାହିଁ ବରଂ କାହାରି ସହିତ କଳହ ହୋଇପାରେ । …

ନାଁ ବଦଳାଇଲା ଆରସିବି

ଆଇପିଏଲ ୨୦୨୪ମାର୍ଚ୍ଚ ୨୨ ତାରିଖରୁ ଆରମ୍ଭ ହେବ । ପ୍ରଥମ ମ୍ୟାଚରେ ସିଏସ୍‌କେ ଏବଂ ଆରସିବି ମଧ୍ୟରେ ଖେଳାଯିବ। ହେଲେ ତା’ ପୂର୍ବରୁ ମଙ୍ଗଳବାର ଆରସିବି ଆନୁଷ୍ଠାନିକ ଭାବେ ନିଜ ନାଁ ବଦଳାଇ ଦେଇ ‘ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ’। ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ଆଜି ଶେଷ ହେବ ଯୁକ୍ତ୨ ପରୀକ୍ଷା

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହେବ। ଶେଷଦିନ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ରହିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ପୂର୍ବରୁ…

ପାରଦୀପରେ ଯୁଦ୍ଧଭ୍ୟାସ

ଆଜି ଓଡ଼ିଶା ଉପକୂଳରେ ଆରମ୍ଭ ହୋଇଛି ସମରାଭ୍ୟାସ ‘ସାଗର କବଚ-୧’ । ଭାରତୀୟ ନୌସେନା, ତଟରକ୍ଷା ବାହିନୀ ଏବଂ ସାମୁଦ୍ରିକ ପୋଲିସ ମିଳିତ ଭାବରେ ଏହି ସମରାଭ୍ୟାସରେ ସାମିଲ ହୋଇଛନ୍ତି । ଏହାବ୍ୟତୀତ ଜଙ୍ଗଲ ବିଭାଗ, ଓଡ୍ରାଫ ଟିମ ଏବଂ ଅନ୍ୟାନ୍ୟ ୧୮ଟି ସଂସ୍ଥା ସମରାଭ୍ୟାସରେ ସାମିଲ ହୋଇ ବିଭିନ୍ନ…

ଭାରତ ବିଶ୍ୱର ତୃତୀୟ ସବୁଠୁ ପ୍ରଦୂଷିତ ଦେଶ

ବିଶ୍ୱର ସବୁଠୁ ପ୍ରଦୂଷିତ ୫୦ ସହର ମଧ୍ୟରୁ ଭାରତର ୪୨ଟି ରହିଛି। ବିହାରର ବେଗୁସରାଇ ସବୁଠୁ ପ୍ରଦୂଷିତ ମେଟ୍ରୋପଲିଟାନ ଅଞ୍ଚଳ ହୋଇଥିବାବେଳେ ଏହା ପଛକୁ ଗୁଆହାଟୀ ଏବଂ ଦିଲ୍ଲୀ ରହିଛି। ଗତବର୍ଷ ବେଗୁସରାଇରେ ପ୍ରତି ଘନମିଟର ବାୟୁରେ ହାରାହାରି ପିଏମ୍‌୨.୫ ୧୧୮.୯ ମାଇକ୍ରୋଗ୍ରାମ ରହିଥିଲା।…

୫ମ ଥର ପାଇଁ ରାଷ୍ଟ୍ରପତି ହେଲେ ପୁଟିନ୍‌

ପୁଣି ପଞ୍ଚମ ଥର ପାଇଁ ଋଷିଆର ରାଷ୍ଟ୍ରପତ ହୋଇଛନ୍ତି ଭ୍ଲାଦିମିର ପୁଟିନ। ନିକଟରେ ହୋଇଥିବା ନିର୍ବାଚନରେ ତାଙ୍କୁ ୮୮ପ୍ରତିଶତ ଭୋଟ ମିଳିଛି । ଏବେ ସେ ଆଗାମୀ ୬ବର୍ଷ ପାଇଁ ଶାସନରେ ରହିବେ । କହି ରଖୁଛୁ କି ଗତ ୨୪ବର୍ଷରେ ପୁଟିନଙ୍କୁ ପରାସ୍ତ କରିବାରେ କେହି ସକ୍ଷମ ହୋଇନାହାନ୍ତି । ୟୁକ୍ରେନ…

ଆଜି ବିଶ୍ୱ ପଖାଳ ଦିବସ

ମାର୍ଚ୍ଚ ୨୦ ତାରିଖ ବିଶ୍ୱ ପଖାଳ ଦିବସ। ପଖାଳ ଆମ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଖରା ଦିନ ଆସିଲେ ସଭିଏଁ ଖୋଜିଥାନ୍ତି କଂସାଏ ପଖାଳ। ପଖାଳ ଦିମୁଠା ଓ ତୋରାଣି ଟିକେ ପିଇଦେଇ ଚଷା ପୁଅ ବାହାରିଯାଏ କ୍ଷେତକୁ। ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରିୟ ହେଉଛି ପଖାଳ। ଶ୍ରୀମନ୍ଦିରରେ…

ଟ୍ୱିନ୍ ସିଟିରେ ତୁହାକୁ ତୁହା ବର୍ଷା

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ଜାରି ରହିଛି ତୁହାକୁ ତୁହା ବର୍ଷା । ଏଥିପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗାଡ଼ି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି ।୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ସମ୍ଭାବନା ଥିବା…

ଶିବ କିଏ?

ହିନ୍ଦୁ ଧର୍ମରେ ତ୍ରିଦେବଙ୍କ ମଧ୍ୟରେ ଭଗବାନ ଶିବଙ୍କର କାହାଣୀ ଏବଂ କିମ୍ବଦନ୍ତୀ ଅନେକ ରହିଛି । ତେବେ ଜାଣିବା ଜରୁରୀ ଯେ ପ୍ରକୃତରେ ଭଗବାନ ଶିବ କିଏ? ଏବଂ ତାଙ୍କର ପୌରାଣିକ କାହାଣୀ କଣ ରହିଛି ।ବହୁଧର୍ମ ପୁରାଣ ଶ୍ଲୋକ ଅନୁସାରେ ହରି ଏବଂ ହରଙ୍କ ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ । ଯଦି…