ଆଇପିଏଲ୍‌ ସିଧାପ୍ରସାରଣରେ ଓଡ଼ିଆ ନାହିଁ

ଶୁଭିବନି ଓଡ଼ିଆ ଭାଷାର ଆଇପିଏଲ୍‌ ସିଧାପ୍ରସାରଣ। ଏଥିସହ ଓଡ଼ିଆ ଭାଷାରେ କାର୍ଯ୍ୟକ୍ରମ କିମ୍ବା ସ୍କୋରସିଟ୍‌ ମଧ୍ୟ ମୋବାଇଲ୍‌ ପରଦାରେ ଆଉ ଦେଖାଯିବନି। ଓଟିଟି ପ୍ଲାଟ୍‌ଫର୍ମରେ ସିଧାପ୍ରସାରଣ କରିବାକୁ ଥିବା ଜିଓ ସିନେମା ପକ୍ଷରୁ ଆଇପିଏଲ୍‌ ଧାରାବିବରଣୀକୁ ୯ଟି ଭାଷାରେ ସୀମିତ ରଖାଯାଇଛି।…

ଲୋକସଭା ନିର୍ବାଚନ ପାଇଁ ବିହାରରେ ଛିଡିଲା ସିଟ୍ ଭାଗବଣ୍ଟା

ବିହାରରେ ଏଥର ବିଜେପି ମୋଟ ୧୭ଟି ଲୋକସଭା ଆସନରେ ନିଜର ପ୍ରାର୍ଥୀ ଦେବ । ସେହିପରି ଜେଡିୟୁ ୧୬ଟି ଆସନରେ ଲୋକସଭା ନିର୍ବାଚନ ଲଢିବ । ତା ସହ ଚିରାଗ ପାସୱାନଙ୍କ ଦଳ ୫ଟି, ଜିତନ ରାମ ମାଞ୍ଝୀଙ୍କ ହାମ ଓ ଉପେନ୍ଦ୍ର କୁଶବାହାଙ୍କ ଦଳ ଗୋଟିଏ ଲେଖାଏଁ ଆସନରେ ନିଜର ପ୍ରାର୍ଥୀ ଦେବେ । ତେବେ…

ମଲ୍‌ରେ ଆଦାୟ ହେବ ପାର୍କିଂ ଫି

ଏବେ ଗାଡ଼ି ରଖିବା ପାଇଁ ଆଦାୟ ହେବ ପାର୍କିଂ ଫି । ଏହି ନିୟମକୁ ବିଏମସି ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି । ଏଭଳି ନିଷ୍ପତ୍ତି ନେବାର କାରଣ ଦର୍ଶାଇ ବିଏମସି କହିଛି ଯେ, କେତେକ ନିର୍ଦ୍ଦିଷ୍ଟ ବ୍ୟବସାୟୀ ଓ ବଡ଼ ବଡ଼ିଆ ଏହାକୁ ପାର୍କିଂ ଭାବେ ବ୍ୟବହାର କରୁଛନ୍ତି । ଏଥିରେ ମଲ୍ ସହ ତାଙ୍କ…

ବିପଦମୁହାଁ ଦିଲ୍ଲୀ ସହର

ପୁଣିଥରେ ବିପଦମୁହାଁ ହେଉଛନ୍ତି ରାଜଧାନୀ ବାସୀ । ପୁଣିଥରେ ଦିଲ୍ଲୀର ପାଣି-ପବନରେ ଜହର ଭରିଯାଇଛି । ପୁଣିଥରେ ପ୍ରଦୂଷଣର ଶିକାର ହେଉଛନ୍ତି ଦିଲ୍ଲୀର ବାସିନ୍ଦା । ପ୍ରଦୂଷଣର ମାତ୍ରା ଏତେ ରହିଛି ଯେ, ଦିଲ୍ଲୀ ସହର ବର୍ତ୍ତମାନ ସାରା ବିଶ୍ୱର ସର୍ବାଧିକ ପ୍ରଦୂଷିତ ସହର ଭାବରେ ସ୍ଥାନ ପାଇଛି ।…

ଲଗାତର ପଞ୍ଚମଥର ପାଇଁ ହେବେ ରାଷ୍ଟ୍ରପତି ପୁଟିନ

ଭ୍ଲାଡିମିର ପୁଟିନ ପଞ୍ଚମ ଥର ପାଇଁ ରୁଷିଆର ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ପୁଟିନ ବିପୁଳ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି। ପ୍ରାରମ୍ଭିକ ଧାରା ଅନୁଯାୟୀ ପୁଟିନଙ୍କୁ ପ୍ରାୟ ୮୮ ପ୍ରତିଶତ ଭୋଟ ମିଳିଛି। ଗତ ୨୫ ବର୍ଷ ମଧ୍ୟରେ ପୁଟିନଙ୍କୁ କେହି ପରାସ୍ତ କରିବାରେ ସକ୍ଷମ ହୋଇ ନାହାଁନ୍ତି,…

ଦୁଇ ଦେଶ ମଧ୍ୟରେ ବଢ଼ିଲା ବିବାଦ

ଆଫଗାନିସ୍ତାନରେ ପାକିସ୍ତାନୀ ଏୟାର ଷ୍ଟ୍ରାଇକକୁ ତାଲିବାନ ମୁହଁତୋଡ ଜବାବ ଦେଇଛି। ତାଲିବାନ ସୈନ୍ୟମାନେ ଡୁରାଣ୍ଡ ଲାଇନ ନିକଟରେ ପାକିସ୍ତାନୀ ସାମରିକ ପୋଷ୍ଟକୁ ଧ୍ୱଂସ କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟର ଉଦ୍ଦେଶ୍ୟରେ ଆଫଗାନିସ୍ତାନ ଗଣମାଧ୍ୟମ ଏହି ଆକ୍ରମଣକୁ ନିଶ୍ଚିତ କରିଛି।…

ଭୟାନକ କାଳବୈଶାଖୀ

ଓଡ଼ିଶାର ବିଭିନ୍ନ ଜିଲ୍ଲା କାଳବୈଶାଖୀର ପ୍ରଭାବକୁ ନେଇ ଚେତାବନୀ ଜାରି କରାଯାଇଛି । ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ଆଶଙ୍କା କରାଯାଉଛି । ବିଜୁଳି, ଘଡ଼ଘଡ଼ି ସହିତ ଝଡ଼ିବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି ବେଗରେ…

ପୁରୀ ଓ କେନ୍ଦ୍ରାପଡ଼ା ପାଇଁ ବିଜେଡି ପ୍ରସ୍ତୁତ

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରାର୍ଥୀପତ୍ର ଦାଖଲକୁ ଆଉ ମାସେ ବାକି ରହିଛି ।  ବିଜେଡି  ଉଭୟ ପୁରୀ ଓ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ରରେ ଲଢ଼ିବା ପାଇଁ ଦଳୀୟ ନେତାଙ୍କୁ ଗ୍ରୀନ୍ ସିଗନାଲ ଦେଇଥିବାବେଳେ ରାଜ୍ୟ ବିଜେପି ମଧ୍ୟ ଅନୁରୂପ ଭାବେ ସମ୍ଭାବ୍ୟ ପ୍ରାର୍ଥୀଙ୍କ ତାଲିକା…

ଆଜିର ରାଶିଫଳ

ଅଦ୍ୟ ମାର୍ଚ୍ଚ ମାସ ୧୯ ତାରିଖ ୨୦୨୪ ମସିହା(ମଙ୍ଗଳବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ଫାଲଗୁନମାସ- ଶୁକ୍ଳପକ୍ଷ ତିଥି- ଦଶମୀ ରାତ୍ରି ଘ ୧୨/୨୭ ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ ନକ୍ଷତ୍ର- ପୁନର୍ବସୁ ରାତ୍ରି ଘ୦୮/୫୫ ପର୍ଯ୍ୟନ୍ତ ତଦନ୍ତେ…

ଫେରି‌ଲେ ବିଦେଶୀ ନିବେଶକ

ବିଦେଶୀ ନିବେଶକମାନେ ପୁଣି ଥରେ ଭାରତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେମାନେ ଭାରତୀୟ ଷ୍ଟକ୍‌ ବଜାର ପ୍ରଦର୍ଶନ ଉପରେ ଭରସା ପ୍ରକଟ କରିଛନ୍ତି। ଭାରତୀୟ ଅର୍ଥନୀତିର ଚମତ୍କାର ପ୍ରଦର୍ଶନ ସେମାନଙ୍କୁ ପ୍ରତ୍ୟାବର୍ତ୍ତନ କରିବାକୁ ବାଧ୍ୟ କରିଛି। ସେଥିପାଇଁ ମାର୍ଚ୍ଚ ମାସର ପ୍ରଥମ ୧୫ ଦିନରେ…