ଫେକ୍ ନ୍ୟୁଜ୍ ପ୍ରଚାର ପାଇଁ କଠୋର ହେଲା ନିର୍ବାଚନ ଆୟୋଗ
ଆଗାମୀ ଲୋକସଭା ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଶନିବାର ନିର୍ବାଚନ ତାରିଖର ଘୋଷଣା କରିଛନ୍ତି । ଲୋକସଭାର ୫୪୩ଟି ଆସନ ପାଇଁ ମୋଟ୍ ୭ଟି ପର୍ଯ୍ୟାରେ ମତଦାନ ହେବ । ଏହା ଏପ୍ରିଲ ୧୯ରୁ ଆରମ୍ଭ ହୋଇ ଜୁନ୍ ୧ରେ ଶେଷ ହେବ ଏବଂ ଜୁନ୍ ୪ରେ ଫଳାଫଳ ପ୍ରକାଶ ପାଇବ । ସେ ଆହୁରି…