ପିପିଲି ହେବ କାହାର ?

ରାଜ୍ୟର ସବୁଠାରୁ ସ୍ପର୍ଶକାତର ନିର୍ବାଚନମଣ୍ଡଳୀଭାବେ ପରିଗଣିତ ପୁରୀ ଜିଲାର ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀର ଚିତ୍ର ଏଥର ସମ୍ପୂର୍ଣ୍ଣ ଅଲଗା। ବିଜେଡିର ଗଡ଼ କୁହାଯାଉଥିବା ଏହି ନିର୍ବାଚନମଣ୍ଡଳୀକୁ ଏଥର ମଧ୍ୟ ବିଜେଡି ଦଖଲ କରିବା ପାଇଁ ପ୍ରୟାସ ଚଳାଇଛି। ପ୍ରଥମ ଥର ପାଇଁ ଏହି…

ଟାର୍ଗେଟରେ ମୋବାଇଲ୍ ଏବଂ ଇ-ବ୍ୟାଙ୍କିଙ୍ଗ୍ ସେବା

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଅନୁଯାୟୀ ଦେଶରେ ବ୍ୟାଙ୍କ ବିରୋଧରେ ଅଭିଯୋଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ରିଜର୍ଭ ବ୍ୟାଙ୍କ Ombudsman Schemes ଅଧୀନରେ ପଞ୍ଜୀକୃତ ହୋଇଥିବା ଅଭିଯୋଗ ସଂଖ୍ୟା ୭ ଲକ୍ଷକୁ ଅତିକ୍ରମ କରିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ଏହି ସଂଖ୍ୟା ୬୮ ପ୍ରତିଶତରୁ ଅଧିକ…

ଥାଇରଏଡ ସମସ୍ୟାରେ ପୀଡ଼ିତ କି? 

ଅସନ୍ତୁଳିତ ଖାଦ୍ୟପେୟ ଏବଂ ଜୀବନଶୈଳୀ କାରଣରୁ ସବୁଠାରୁ ଅଧିକ ଲୋକ ଏହି ଥାଇରଏଡ ରୋଗଗ୍ରସ୍ତ ହୁଅନ୍ତି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମୁତାବକ ଏହି ରୋଗ ପୁରୁଷମାନଙ୍କ ତୁଳନାରେ ମହିଳାଙ୍କଠାରେ ଅଧିକ ଦେଖାଯାଏ। ଏକ ରିପୋର୍ଟ ଅନୁଯାୟୀ ଭାରତର ପ୍ରତି ୧୦ଜଣରେ ଜଣେ ବ୍ୟକ୍ତି ଏହି ରୋଗରେ ପୀଡ଼ିତ।ଏହି…

ଏଣିକି ସପିଂ ସହ ଟ୍ରାନ୍ସଫର କରିପାରିବେ ଟଙ୍କା

ଇ-କମର୍ସ ୱେବସାଇଟ୍ ଫ୍ଲିପକାର୍ଟ ଏହାର ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ ଯଥା UPI ସେବା ଆରମ୍ଭ କରିଛି । ଏହା ମାଧ୍ୟମରେ ଉପଭୋକ୍ତାମାନେ QR କୋଡ୍ ସାହାଯ୍ୟରେ ଦେୟ ପ୍ରଦାନ କରିପାରିବେ, ବିଦ୍ୟୁତ୍ ବିଲ୍ ଦେବେ ଏବଂ ମୋବାଇଲ୍ ରିଚାର୍ଜ ପରି ଡିଜିଟାଲ୍ ସେବା ବ୍ୟବହାର କରିପାରିବେ । ଏହା…

ଆଇପିଏଲ୍‌ ମ୍ୟାଚକୁ ନେଇ ବଢୁଛି ଚିନ୍ତା

ବେଙ୍ଗାଲୁରୁ ୪ ଦଶନ୍ଧି ମଧ୍ୟରେ ସବୁଠାରୁ ଉତ୍କଟ ଜଳସଙ୍କଟ ମଧ୍ୟଦେଇ ଗତି କରୁଛି। ଏହାଦ୍ୱାରା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ରଥମ ଲେଗ୍‌ ମ୍ୟାଚଗୁଡ଼ିକ ପ୍ରଭାବିତ ହେବା ଆଶଙ୍କା ବଢିଯାଇଛି। ହେଲେ ସମସ୍ୟାର ସମାଧାନ ପାଇଁ ଆୟୋଜକ କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନ…

୧୩ଟି ଜିଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବାକୁ ନେଇ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି ,…

ପିଜିଟି ପଦ ପାଇଁ ନିଆଗଲା ୩ଟି ବଡ଼ ନିଷ୍ପତ୍ତି

୧୩୭୫ଟି ପୋଷ୍ଟ ଗ୍ରାଜୁଏଟ ଟିଚର (ପିଜିଟି) ପଦ ପୂରଣ ପାଇଁ ଗତ ଜାନୁଆରୀ ୩୧ରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇ ମାର୍ଚ୍ଚ ୨ ଶେଷ ତାରିଖ ରହିଥିଲା । ୫୦ଟି ସରକାରୀ ଉଚ୍ଚ ମାଧ୍ୟମିକ ସ୍କୁଲ ଓ ୧୦୬ଟି ଅପଗ୍ରେଡେଟ ଉଚ୍ଚ ମାଧ୍ୟମିକ ସ୍କୁଲରେ ଗଣଶିକ୍ଷା ବିଭାଗ ଅଧିନରେ ଏହି ନିଯୁକ୍ତି ଦିଆଯିବ ।…

ପୋଲରେ ଝୁଲୁଛି ଆମ୍ବୁଲାନ୍ସ

ବାଲେଶ୍ୱରର ନୀଳଗିରିରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଦେଖାଯାଇଛି । ଭାରସାମ୍ୟ ହରାଇ ଗାଡ଼ିଟି ଏକ ନିର୍ମାଣାଧୀନ ପୋଲ ଉପରକୁ ମାଡ଼ି ଯାଇଛି । ଫଳରେ ଆଗକୁ ଯାଇ ନ ପରି ଅଧା ପୋଲରେ ଗାଡ଼ିଟି ଝୁଲି ରହିଛି । ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଆମ୍ବୁଲାନ୍ସ ଚାଳକ ଜଣକ ଫେରାର ହୋଇ…

୩ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଆଜି ଫାଲଗୁନ ଶୁକ୍ଲ ଚତୁର୍ଥୀ ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ୩ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ…

ଟ୍ରମ୍ଫଙ୍କ ପାଇଁ ଚିନ୍ତାରେ ଜେଲନସ୍କି

ଚଳିତ ବର୍ଷ ନଭେମ୍ବର ୫ରେ ହେବାକୁ ଥିବା ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଏକ ପ୍ରତିଯୋଗିତା ହେବାକୁ ଯାଉଛି। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଆମେରିକା ଖୋଲାଖୋଲି ଭାବେ ୟୁକ୍ରେନ ପକ୍ଷ ରଖିଛି। ସମର୍ଥନ କରିଛନ୍ତ। ଆମେରିକା…