ବିଶ୍ବ ଏଡ୍‌ସ ଦିବସ

ବର୍ଷକୁ ବର୍ଷ ରାଜ୍ୟରେ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୫ ବର୍ଷର ତଥ୍ୟ ଅନୁସାରେ, ପ୍ରତିବର୍ଷ ତିନି ହଜାରରୁ ଅଧିକ ନୂଆ ରୋଗୀ ଚିହ୍ନଟ ହେଉଛନ୍ତି। ଏଡ୍‌ସ ନ ବ୍ୟାପିବା ପାଇଁ ରାଜ୍ୟ ସରକାର ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନେଇଥିଲେ ବି ସ୍ଥିତିରେ ସୁଧାର ଆସୁନି।…

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ବଢ଼ିଛି। ଫଳରେ ଶୀତ ପ୍ରକୋପ କମିଛି। ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ପାରଦ ୨୦ ଡିଗ୍ରୀ ଛୁଇଁଛି। ପାହାଡ଼ିଆ ଅଞ୍ଚଳ ଗୁଡ଼ିକରେ ରାତି ତାପମାତ୍ରା ୧୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରହିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ଶୀତ ପଡ଼ିବା…

ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ…

ବିଧାନସଭାରେ ମୁହାଁମୁହିଁ ହେଲେ ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ  ।   ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ଦୁଇ ନେତା । ତେବେ ଆଜି ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ କହିଥିଲେ…

ହ୍ୟୁମାନ ମୃତ୍ୟୁ ପରେ ପରିବାର ତରଫରୁ ଗୋଟିଏ ବି ଏତଲା ହୋଇନି

ହ୍ୟୁମାନ ସାଗରଙ୍କ ମୃତ୍ୟୁର ୧୨ ଦିନ ପରେ ଅନେକ ଚର୍ଚ୍ଚା ହେଉଛି । ତାଙ୍କ ମୃତ୍ୟୁ ପାଇଁ ଦାୟୀ କିଏ?  । ଅନେକ ମାମଲା ଥାନାରେ ହେଲାଣି । ତାଙ୍କ ପରିବାର ପକ୍ଷରୁ କିଛି କୁହାଯାଉନି । ପ୍ରଶଂସକମାନେ ସୋସିଆଲ ମିଡିଆରେ ରାଗ ଝାଡ଼ୁଛନ୍ତି ।ଯାହା ଫଳରେ ଥମୁନି ବିବାଦ। ମ୍ୟାନେଜର ପପୁ ଓ…

ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ

ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ  । ବିଭିନ୍ନ ପ୍ରସଙ୍ଗରେ କମ୍ପିବ ଗୃହ। ଉଭୟ ଓ ଲୋକସଭା ଓ ରାଜ୍ୟସଭାରେ କେନ୍ଦ୍ର ସରକାରଙ୍କୁ ଘେରିବାକୁ ବିରୋଧି ରଣନୀତି ପ୍ରସ୍ତୁତ କରିଥିବା ବେଳେ କାଉଣ୍ଟର କରିବାକୁ ପ୍ରସ୍ତୁତ ଶାସକ ଦଳ । ରବିବାର ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ବିରୋଧୀ ଦଳ ସ୍ପଷ୍ଟ…

BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି

ଡବଲ୍ ହେଲା BLOଙ୍କ ପାରିଶ୍ରମିକ। ପାରିଶ୍ରମିକକୁ ଦୁଇଗୁଣା ବୃଦ୍ଧି କଲେ ନିର୍ବାଚନ କମିଶନ । BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିଭଳି ଭୋଟର ତାଲିକା ଅପଡେଟ୍ ପାଇଁ ମିଳିବ ଅତିରିକ୍ତ ଦୁଇ ହଜାର ଟଙ୍କା। ପୂର୍ବରୁ ଏଥିପାଇଁ ହଜାରେ ଟଙ୍କା ପ୍ରଦାନ…

ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା

ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଡିସେମ୍ବର 7ରେ ଆଉଥରେ ହେବ ASO ମେନ୍ ପରୀକ୍ଷା । ପୂର୍ବରୁ ଜୁଲାଇ ୧୩ରେ ହୋଇଥିଲା ମୁଖ୍ୟ ଲିଖିତ ପରୀକ୍ଷା। ପରୀକ୍ଷା ପ୍ରକ୍ରିୟା ନେଇ ସନ୍ଦେହ ପରେ ସ୍ଥଗିତ କରାଯାଇଥିଲା ଏକଜାମ୍। ୭ ହଜାର ୧୧୩…

ବାରବାଟୀ ଲଢ଼େଇ ଆଜିଠୁ ଅନ୍‌ଲାଇନ୍‌ ଟିକେଟ୍

ବାରବାଟୀ ଲଢ଼େଇ ପାଇଁ ଆଜିଠୁ ଅନ୍‌ଲାଇନ୍‌ ଟିକେଟ୍ ନେଇପାରିବେ । ଆଜି ଅନଲାଇନରେ ଉପଲବ୍ଧ ହେବ ମ୍ୟାଚ୍ ଟିକେଟ । ଗତ ମ୍ୟାଚ୍ ତୁଳନାରେ ଏଥର ଟିକେ୍‌ଟ ସଂଖ୍ୟା ହ୍ରାସ ପାଇଛି । ଅର୍ଥାତ୍ ୪ହଜାର ପରିବର୍ତ୍ତେ ଏଥର ମାତ୍ର ୨ହଜାର ଟିକେଟ୍‌ ଦର୍ଶକଙ୍କ ପାଇଁ ଅନଲାଇନରେ ଉପଲବ୍ଧ ହେବ । ସେହିପରି…

ରାଶିଫଳ

ମେଷ: ସକାରାତ୍ମକ ଦୃଷ୍ଟିକୋଣରେ ଜରୁରୀ କାମ ପୂରା ହେବ। ଡ଼ାକ୍ତରଙ୍କର ସମାଜରେ ନାମ ଉଚ୍ଚା ରହିବ। କାହାରି ମାମଲାରେ ଦଖଲ ଦିଅନ୍ତୁ ନାହିଁ। ଏକାନ୍ତରେ ଅଧ୍ୟୟନ କରନ୍ତୁ ପଢ଼ିବାରେ ମନ ଲାଗିବ। ‌ ବୃଷ: ପୂର୍ବରୁ କରିଥିବା ନିବେଶର ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କର…

ଭାରତ ବିଜୟୀ : କିଙ୍ଗ୍‌ କୋହଲିଙ୍କ ଶତକ , ରୋହିତଙ୍କ ରେକର୍ଡ ଛକା

ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୫୦ ଓଭରରେ ୮ ୱିକେଟ ହରାଇ ୩୪୯ ରନ୍ ସଂଗ୍ରହ କରିଥିଲା। ଏଥିସହ ଦକ୍ଷିଣ ଆଫ୍ରିକାକୁ ବିଜୟ ପାଇଁ ୩୫୦ ରନ୍‌ର ବିଶାଳ ଲକ୍ଷ୍ୟ ମିଳିଥିଲା। ତେବେ ଏତେ ବଡ଼ ସ୍କୋରକୁ ଅତିକ୍ରମ କରିନପାରି ସାଉଥ ଆଫ୍ରିକା ପରାଜୟ ବରଣ କରିଛି । ବିରାଟ କୋହଲି ୧୨୦ ବଲ୍‌ରେ ୧୩୫…