ଯୁବକଙ୍କ ପାଇଁ ସୁନିଶ୍ଚିତ ନିଯୁକ୍ତିର ଗ୍ୟାରେଣ୍ଟି ଦେଲେ ରାହୁଲ ଗାନ୍ଧୀ
ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀଙ୍କର “ଯୁବ ନ୍ୟାୟ” କାର୍ଯ୍ୟକ୍ରମର ପୋଷ୍ଟର ଉଦ୍ଘାଟନ କରାଯାଇଥିଲା । ଏହି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ ଦେଶ ଓ ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା…