୧୭% ବଢ଼ିବ ବ୍ୟାଙ୍କ କର୍ମଚାରୀଙ୍କ ଦରମା
ବ୍ୟାଙ୍କ ଅଫିସର ଓ କର୍ମଚାରୀମାନଙ୍କର ବାର୍ଷିକ ବେତନରେ ୧୭ ପ୍ରତିଶତ ବୃଦ୍ଧି ହେବ। ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ (ଆଇବିଏ) ଏବଂ ବ୍ୟାଙ୍କ କର୍ମଚାରୀ ସଂଘଗୁଡ଼ିକ ମଧ୍ୟରେ ଆଜି ଏ ନେଇ ସହମତି ପ୍ରକାଶ ପାଇଛି। ଏହାଦ୍ବାରା ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ବାର୍ଷିକ ପ୍ରାୟ ୮୨୮୪ କୋଟି…