ଓଡ଼ିଶାକୁ ମିଳିବ ମାଗଣା ବିଜୁଳି
ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ପରିପ୍ରେକ୍ଷୀରେ ସେ ରାଜ୍ୟବାସୀଙ୍କୁ ଭେଟିଦେଇଛନ୍ତି ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ଏଥିରେ ସେ ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍…