ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପରେ ବିଳମ୍ବ ନେଇ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯାଜପୁର ସାଂସଦ
ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପରେ ବିଳମ୍ବ ନେଇ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯାଜପୁର ସାଂସଦ ରବୀନ୍ଦ୍ର ବେହେରା । ୧୧୪ କୋଟିର ବିରଜା ପରିକ୍ରମା ପ୍ରକଳ୍ପ କାହିଁକି ଅଟକିଲା ? ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ସାଂସଦ । ଯାଜପୁର ସହରର ପ୍ରସିଦ୍ଧ ମା’ ବିରଜା…