ଆସନ୍ତାକାଲି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସିବେ-ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅପରାହ୍ନ ୨ଟା ୪୦ ମିନିଟରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର, ଭୁବନେଶ୍ୱରଠାରେ ପହଞ୍ଚିବେ। ପରେ ବାୟୁସେନାର ଏକ ଏମଆଇ-୧୭ ହେଲିକପ୍ଟର ଯୋଗେ ସେ ଚଣ୍ଡୀଖୋଲ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ୩ଟା ୩୦ ମିନିଟ୍ରୁ ୪ତା…

ବେଙ୍ଗାଲୁରୁ ରମେଶ୍ୱରମ କ୍ୟାଫେ ବିସ୍ଫୋରଣ: ଏନ୍‌ଆଇଏ କରିବ ତଦନ୍ତ

ବେଙ୍ଗାଲୁର:  ବେଙ୍ଗାଲୁରୁ ରମେଶ୍ୱରମର କ୍ୟାଫେରେ ବିସ୍ଫୋରଣ ଘଟଣାର ତଦନ୍ତ ଭାର ନେସ୍‌ନାଲ୍‌ ଇନ୍‌ଭେଷ୍ଟିଗେସନ୍‌ ଏଜେନ୍ସି (ଏନ୍‌ଆଇଏ) ତଦନ୍ତ କରିବ। ଏଶୁକ୍ରବାର ଦିନ ବିସ୍ଫୋରଣ ଘଟି ୧୦ ଜଣ ଆହତ ହୋଇଥିବା ଅଭିଯୁକ୍ତଙ୍କୁ ଖୋଜିବା ପାଇଁ ପୁଲିସ୍‌ ୭-୮ଟି ଟିମ ଗଠନ କରିଥିଲା। ସିସିଟିଭି…

ପାରାଦୀପରୁ କେନ୍ଦୁଝର ଗଡ଼ିବ ମେମୋ

ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନ୍‌ରେ ଗଡ଼ିବ ଯାତ୍ରୀବାହୀ ଟ୍ରେନ୍‌। ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଗଡ଼ିବ ମେମୋ ଟ୍ରେନ୍‌। ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଟ୍ରେନ୍‌ର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ…

ମୋକିମଙ୍କ ନିର୍ବାଚନ ଅସିଦ୍ଧ; ହରାଇଲେ ବିଧାୟକ ପଦ

କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ନିର୍ବାଚନୀ ଅନିୟମିତତା ମାମଲାର ଶୁଣାଣି କରି ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ ।ହାଇକୋର୍ଟଙ୍କ ଏହି ନିଷ୍ପତ୍ତି ପରେ ବର୍ତ୍ତମାନ ପାଇଁ ବାରବାଟୀ-କଟକ ଆସନ ଫାଙ୍କା ରହିଲା। ଆଗାମୀ ଦିନରେ…

ଆଜିର ରାଶିଫଳ

ମେଷ:ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ୟା ଆପଣଙ୍କୁ ବିଚଳିତ କରାଇବ। ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ । ପୂର୍ବ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ । ଆଶା କରୁଥିବା ଦିଗରୁ ଅର୍ଥ ହସ୍ତଗତ ହେବ । ବୃଷ : ଆପଣ ନିକଟ ସମ୍ପର୍କୀୟମାନଙ୍କ…

ନିର୍ବାଚନ ପାଇଁ ପହଞ୍ଚିଲେ ସିଏପିଏଫ

ନିର୍ବାଚନ ପୂର୍ବରୁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ବରରେ ୭୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ଫୋର୍ସ (ସିଏପିଏଫ) ପହଞ୍ଚିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୫ କମ୍ପାନୀ ସିଏପିଏଫ ଆସିଥିଲେ। ଆଜି ଆଉ ୬୦ କମ୍ପାନୀ ଫୋର୍ସ…

ବିଜେଡିର ଘରସଜଡ଼ା

ନିର୍ବାଚନ ପୂର୍ବରୁ ଭୁବନେଶ୍ବରରେ ବିଜେଡି ତା’ର ସାଂଗଠନିକ କାର୍ଯ୍ୟକ୍ରମ ଜୋର୍‌ଦାର କରିଛି। ଗତ ରବିବାର ଦିନ ଏକାମ୍ର ନିର୍ବାଚନମଣ୍ଡଳୀରେ ବିଜେଡିର ମହିଳା ସମାବେଶ ହୋଇଥିଲା ବେଳେ ଆଜି ଯୁବ ଛାତ୍ର ସମାବେଶ ହୋଇଥିଲା। ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ହୋଇଥିବା ଏହି…

 ପ୍ରି-ୱେଡିଂ ଉତ୍ସବରେ ଜମୁଛି ଭିଡ଼

ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀ ନିଜ ପୁଅ ଅନନ୍ତ ଅମ୍ବାନୀଙ୍କ ପ୍ରି-ୱେଡିଂ ପାଇଁ ବେଶ୍ ଉତ୍ସାହିତ ଅଛନ୍ତି । ଏହି ସମାରୋହରେ ଦୁହେଁ ମଞ୍ଚରେ ସୁନ୍ଦର ଡ୍ୟାନ୍ସ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଭାଇରାଲ ଭିଡିଓରେ ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀ ରାଜ…

ହାଇକୋର୍ଟରେ ନିଯୁକ୍ତି

ଓଡ଼ିଶା ହାଇକୋର୍ଟ ପକ୍ଷରୁ ଅନୁବାଦକ ପଦ ପୂରଣ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ମାସ ୩ରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇସାରିଥିବା ବେଳେ ତାହା ୧୭ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ପ୍ରାର୍ଥୀଙ୍କୁ ୩୫,୪୦୦- ୧,୧୨,୪୦୦ ସ୍କେଲ ପେ’ ଅନୁସାରେ ବେତନ ପ୍ରଦାନ କରାଯିବ । ଦରମା ସହିତ…

ନାସକମ୍ ‌ଦେଲା ଚେତାବନୀ

ବ୍ୟବସାୟ ଜଗତରେ କୃତ୍ରିମ ଇଣ୍ଟେଲିଜେନ୍ସ (ଏଆଇ)ର ବ୍ୟବହାର କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ବିଶେଷଜ୍ଞମାନେ ବହୁ ସଂଖ୍ୟକ ଲୋକେ ଚାକିରି ହରାଇବା ଆଶଙ୍କା ପ୍ରକାଶ କରୁଛନ୍ତି। କିନ୍ତୁ, ସବୁଠାରୁ ବଡ ବିପଦ ବିଜନେସ୍ ପ୍ରୋସେସ୍ ଆଉଟସୋର୍ସିଂ (ବିପିଓ) କ୍ଷେତ୍ର ପାଇଁ…