ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ ଦେଖୁଦେଖୁ କେବା ସହୁ
ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜନସାଧାରଣଙ୍କୁ ସମ୍ବୋଧିତ କରିବା ଅବସରରେ ସନ୍ଥକବି ଭୀମ ଭୋଇଙ୍କ କବିତା ଆବୃତ୍ତି କରିଥିଲେ। ମହାମହିମା ଶ୍ରୀମ ମୁର୍ମୁ କହିଥିଲେ, ସନ୍ଥକବି ଭୀମ ଭୋଇଙ୍କ ବାଣୀ ମୋ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।…