ଗୃହିଣୀଙ୍କ କାର୍ଯ୍ୟର ମୂଲ୍ୟ ପ୍ରତି ମାସ ୩୦,୦୦୦ ଟଙ୍କା – ସର୍ବୋଚ୍ଚ ନ୍ୟାୟାଳୟ
ଗୃହିଣୀ ଓ ସ୍ତ୍ରୀ ମାନଙ୍କ ପାଇଁ ଏକ ବଡ ରାୟ ଶୁଣାଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ସାରା ଦେଶରେ ସ୍ତ୍ରୀ ଏବଂ ଗୃହିଣୀଙ୍କ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ବିଚାରପତି ସଞ୍ଜୟ କାରୋଲ ଏବଂ ଏନ. କୋଟିଶ୍ୱର ସିଂହଙ୍କ ଖଣ୍ଡପୀଠ କହିଛନ୍ତି ଯେ ମହିଳାମାନଙ୍କୁ ଗୃହିଣୀ ନୁହେଁ, ବରଂ…