ଲାଗୁ ହେବ ନୂଆ ଆଇନ ବ୍ୟବସ୍ଥା
ଦେଶରେ ଲାଗୁ ହେବ ନୂଆ ଆଇନ ବ୍ୟବସ୍ଥା। ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ ଅଧିନିୟମ ଆସନ୍ତା ଜୁଲାଇ ପହିଲାରୁ ଲାଗୁ ହେବାକୁ ଯାଉଛି। ଏହି ୩ ନୂଆ ଆଇନ ବ୍ୟବସ୍ଥାକୁ ସଂସଦରେ ପୂର୍ବରୁ ପାରିତ ହୋଇଛି। ଏହାସହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ବର୍ଷ…