କେଓ୍ବାଇସି ପ୍ରକ୍ରିୟାରରେ ହେବ ଡିଜିଟାଲିକରଣ
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଆର୍ଥିକ ସ୍ଥିରତା ଏବଂ ବିକାଶ ପରିଷଦର ୨୮ତମ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଘରୋଇ ଏବଂ ବିଶ୍ବର ଅର୍ଥନୈତିକ ସ୍ଥିତି ଉପରେ ଆଲୋଚନା ହୋଇଥିଲା। ଏହି ବୈଠକରେ ଅର୍ଥନୈତିକ ସ୍ଥିରତା ଏବଂ ଏହାର ମୁକାବିଲା ପାଇଁ ଭାରତର ପ୍ରସ୍ତୁତି ବିଷୟରେ…