ଲୋକଙ୍କ ଖୁସି ହିଁ ମୋର ସବୁଠୁ ବଡ଼ ପୁରସ୍କାର: ମୁଖ୍ୟମନ୍ତ୍ରୀ

ଦୀର୍ଘ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ। ସିକିମ ସ୍ୱତ୍ୱ ରୟତ ଚାଷୀଙ୍କୁ ମିଳିଲା ଜମି ପଟ୍ଟା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ସ୍ୱତନ୍ତ୍ର ସମାରୋହରେ ପ୍ରଥମ ଦିନରେ ୨୬ଟି ଜିଲ୍ଲାର ୧୦ହଜାର ସିକିମ ରୟତ ଚାଷୀଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ୨୬ଟି…

ପାକିସ୍ତାନକୁ ତାଲିବାନର ଧମକ

ପାକିସ୍ତାନ-ଆଫଗାନିସ୍ତାନ ମଧ୍ୟରେ ଏବେ ଦ୍ବିପାକ୍ଷିକ ସଂପର୍କ ଅତି ତିକ୍ତ ହୋଇଉଠିଛି। ପାକିସ୍ତାନ ଆଫ୍‌ଗାନ ଶରଣାର୍ଥୀଙ୍କୁ ବଳପୂର୍ବକ ପ୍ରତ୍ୟର୍ପଣ କରିବା ଘଟଣାକୁ ନେଇ କ୍ଷୁବ୍ଧ ତାଲିବାନ ପାକିସ୍ତାନରେ ବଡ଼ ବିଭାଜନ ପାଇଁ ଚେତାବନୀ ଦେଇଛି। ପାକିସ୍ତାନ ୧୯୭୧ ଭଳି ବିଭାଜନର ସମ୍ମୁଖୀନ ହେବ…

ଆଗାମୀ ୩ ଦିନ ପଯ୍ୟନ୍ତ ପାଗ ଶୁଖିଲା

ରାଜ୍ୟକୁ ବଙ୍ଗୋପସାଗର ଅଞ୍ଚଳରୁ କ୍ରମାଗତ ଭାବରେ ଜଳୀୟ ବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବେଶ କରୁଛି। ଏହି ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ଉପକୂଳ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସ୍ୱାଭାବିକ ତୁଳନାରେ ରାତ୍ରି ତାପମାତ୍ରା ୨ ରୁ ୪ °C ଯାଏଁ ଅଧିକ ରେକର୍ଡ କରାଯାଇଛି। ବର୍ତ୍ତମାନ…

ବିଜେଡି-ବିଜେପି ବିରୁଦ୍ଧରେ କଂଗ୍ରେସର ୧୦ଦଫା ଚାର୍ଜସିଟ୍

କଂଗ୍ରେସ ଭବନରେ  ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ କହିଛନ୍ତି ଯେ,ନବୀନ ସରକାରଙ୍କ ଦୀର୍ଘ ୨୪ବର୍ଷର ଶାସନ ପରେ ଆଜି ଓଡ଼ିଶାରେ ଓଡ଼ିଆମାନେ ନିଜ ଅସ୍ତିତ୍ୱ ଖୋଜୁଛନ୍ତି । ଓଡ଼ିଶାର ପ୍ରାକୃତିକ ସମ୍ପଦ, ମାନବସମ୍ବଳ ଓ ସମସ୍ତ ପୁଞ୍ଜିକୁ ଓଡ଼ିଶା…

ଆଜିର ରାଶିଫଳ

ଅଦ୍ୟ ଫେବୃଆରୀ ମାସ ୨୧ ତାରିଖ ୨୦୨୪ ମସିହା(ବୁଧବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ମାଘମାସ- ଶୁକ୍ଳପକ୍ଷ ତିଥି- ଦ୍ୱାଦଶୀ ଦିବା ଘ ୧୧/୩୦ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ ନକ୍ଷତ୍ର- ପୁନର୍ବସୁ ଦିବା ଘ୦୩/୦୨ ପର୍ଯ୍ୟନ୍ତ ତଦନ୍ତେ ପୂଷ୍ୟା…

ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଦେବାଶିଷ, ଶୁଭାଶିଷ ଓ ଅଶ୍ୱିନୀ

ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ଓଡିଶାରୁ ନିର୍ବାଚିତ ହୋଇଛନ୍ତି ୩ ପ୍ରାର୍ଥୀ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନରେ ବିଧାନସଭା ରିଟର୍ଣ୍ଣିଂ ଅଫିସର ଏହି ବିଷୟ ଘୋଷଣା କରିବା ସହ ବିଜୟୀ ପ୍ରାର୍ଥୀମାନଙ୍କୁ ବିଜୟ ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ରାଜ୍ୟସଭା ଲାଗି ଓଡିଶାରୁ ବିଜେଡିର…

ବରଗଡ଼ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କ‌ଲେ ମୁଖ୍ୟମନ୍ତ୍ରୀ

ବରଗଡ଼: ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ପ୍ରାୟ ୧୦୦ ଶଯ୍ୟା ବିଶିଷ୍ଟ କ୍ୟାନ୍ସର ହସ୍ପିଟାଲର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୦୬ କୋଟି ୬ ଲକ୍ଷ ଟଙ୍କା ବିନିମୟରେ ୧୨ ହଜାର ୬୮୨ ବର୍ଗ ମିଟରରେ ନିର୍ମାଣ ହୋଇଛି ଏହି ହସ୍ପିଟାଲ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼…

ଭାତରୁ ଏମିତି ତିଆରି କରନ୍ତୁ ସ୍ୱାଦିଷ୍ଟ ପରଟା

ଖାଦ୍ୟ ପ୍ରସ୍ତୁତି କରିବା ପରେ ଅନେକ ସମୟରେ ବଳକା ଭାତ ରହିଯାଏ। କିଛି ଲୋକେ ଏହାକୁ ଫ୍ରାଏ କରି କିମ୍ବା ଅନ୍ୟ ଉପାୟରେ ଖାଇଥାଆନ୍ତି। ସେଭଳି କିଛି ଲୋକେ ଏହାକୁ ଫିଙ୍ଗି ଦେଇଥାଆନ୍ତି। ତେବେ ବଳକା ଭାତ ଥିଲେ ,ଏହାକୁ ଫିଙ୍ଗନ୍ତୁ ନାହିଁ। ବରଂ ସନ୍ଧ୍ୟା ସମୟରେ ଏଥିରୁ ସ୍ୱାଦିଷ୍ଟ ପରଟା ତିଆରି…

 ବିଦାୟ ନେଲେ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟର

ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜକୁ ନେଇ ବର୍ତ୍ତମାନ ବ୍ୟସ୍ତ ରହିଛି ଟିମ ଇଣ୍ଡିଆ । ଏହାଭିତରେ ଭାରତୀୟ ଦଳର ଜଣେ ଷ୍ଟାର ଖେଳାଳି କ୍ରିକେଟର ସବୁ ଫର୍ମାଟରୁ ଅଚାନକ ଭାବରେ ଅବସର ଘୋଷଣା କରିଛନ୍ତି । ଟିମ ଇଣ୍ଡିଆରୁ କିଛି ଦିନ ଦୂରେଇ ରହିବା ପରେ ବର୍ତ୍ତମାନ କ୍ରିକେଟରୁ ବିଦାୟ ନେଇଛନ୍ତି ବେଙ୍ଗଲ…

ଟିଭି ଅଭିନେତା ଋତୁରାଜ ସିଂହଙ୍କ ପରଲୋକ

ଟିଭି ଇଣ୍ଡଷ୍ଟ୍ରିର ଅଭିନେତା ଋତୁରାଜ ସିଂହ ସୋମବାର ଏବଂ ମଙ୍ଗଳବାର ମଧ୍ୟବର୍ତ୍ତୀ ରାତିରେ ହୃଦଘାତରେ ପ୍ରାଣ ହରାଇଛନ୍ତି। ତାଙ୍କ ବୟସ ୫୯ ବର୍ଷ ବୋଲି କୁହାଯାଉଛି। ମୁମ୍ବାଇର ଲୋଖଣ୍ଡୱାଲାସ୍ଥିତ ନିଜ ଘରେ ଋତୁରାଜଙ୍କୁ ହାର୍ଟଆଟାକ ଆସିଥିଲା । ଅଭିନେତାଙ୍କର ହଠାତ୍ ଦେହାନ୍ତ ହେତୁ ଟିଭି…