ଆଜି ରଥ କାଠ ଅନୁକୂଳ
ଆଜି ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ। ଏହି ପବିତ୍ର ତିଥିରେ ୨୦୨୪ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ। ବିଶ୍ବ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ହେଉଛି ପ୍ରଥମ ପର୍ବ। ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥ…