ଗାଜାରେ ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍ ଏବଂ ଗୁଳିମାଡ଼ ୪୪ ମୃତ
ଗାଜାରେ ଶନିବାର ସକାଳେ ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍ ଏବଂ ଗୁଳିମାଡ଼ରେ ୪୪ ଜଣଙ୍କ ମୃତ୍ୟୁ ଘଟିଛି। ଯୁଦ୍ଧ ବନ୍ଦ ପାଇଁ ଅନ୍ତର୍ଜାତୀୟ ଚାପ ବଢ଼ୁଥିବାବେଳେ ଯୁଦ୍ଧ ଜାରି ରଖିବା ଜିଦ୍ରେ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଅଟଳ ରହିଛନ୍ତି। କେନ୍ଦ୍ରୀୟ ଓ ଉତ୍ତର ଗାଜାରେ…