ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ୨ କୋଟିରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ସମସ୍ତଙ୍କୁ ସମ୍ବୋଧିତ କରି ପରୀକ୍ଷା ସମ୍ପର୍କରେ ଆଲୋଚନା କରିବେ । କେନ୍ଦ୍ର ଶିକ୍ଷାମନ୍ତ୍ରୀ…