ଆଜିର ରାଶିଫଳ

ମେଷ: ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଛାତ୍ରଛାତ୍ରୀ ସେମାନଙ୍କ ଅଧ୍ୟୟନ ପାଇଁ ଟିକେ ଚିନ୍ତିତ ରହିପାରନ୍ତି । ଗୁରୁଜନ ମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଭଲ…

ଚୀନ୍‌ରେ ଭୂମିକମ୍ପ

ଚୀନ୍‌ର ଦକ୍ଷିଣ ସିନ୍‌ଜାଙ୍‌ରେ ସଂଘଠିତ ହୋଇଥିବା ୭.୨ ତୀବ୍ରତାସମ୍ପନ୍ନ ଭୂମିକମ୍ପର ପ୍ରଭାବ ଦିଲ୍ଲୀରେ ଅନୁଭୂତ ହୋଇଥିବା କଥା ‘ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସିସ୍ମୋଲୋଜି’ କହିଛି।‘ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସିସ୍ମୋଲୋଜି’ ସୂଚନା ଦେଇଛି, ଜାନୁଆରି ୨୨ ତାରିଖ ରାତି…

ଶ୍ରୀରାମ ନାରାରେ ପ୍ରକମ୍ପିତ, ଉତ୍ସବ ମୁଖରିତ ସମଗ୍ର ଅଯୋଧ୍ୟା ଭୂମି

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ରଙ୍ଗମୟ ଅଯୋଧ୍ୟାର ପରିବେଶ। ଦେଶର ମହାନ ହସ୍ତୀଙ୍କ ଉପସ୍ଥିତିରେ ଉତ୍ସବ ମୁଖର ଅବକାଶ। ପ୍ରଭୁ ଶ୍ରୀରାମଙ୍କ ପବିତ୍ର ପ୍ରାଣ ପ୍ରତିଷ୍ଠା ଉତ୍ସବର ଅବ୍ୟବହିତ ପୂର୍ବରୁ ଗତକାଲିଠୁ ଅଯୋଧ୍ୟାକୁ ଛୁଟିଥିଲା ଦେଶର ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସୁଅ।…

୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ମୁଖ୍ୟ ଶାସନ ସଚିବ ପିକେ ଜେନା ସୂଚନା ଦେଇଛନ୍ତି । କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ମୁତାବକ କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ଗଜପତି ଭଳି ରାଜ୍ୟର ୬ଟି ଜିଲ୍ଲାରେ ସ୍ଥାୟୀ…

ରାମନାମରେ ପ୍ରକମ୍ପିତ ହୋଇଛି ସାରା ଦେଶ

ରାମନାମରେ ପ୍ରକମ୍ପିତ ହୋଇଛି ସାରା ଦେଶ । ପ୍ରାଣପ୍ରତିଷ୍ଠା ପାଇଁ କେବଳ ଉତରପ୍ରଦେଶର ଅଯୋଧ୍ୟା ସହର ଉତ୍ସବ ମୁଖର ହୋଇ ଉଠିନି ବଂର ପୂରା ଦେଶରେ ଦେଖିବାକୁ ମିଳିଛି ସେହି ସମାନ ଉତ୍ସାହ ଓ ଖୁସି ।ରାମଙ୍କ ଭକ୍ତିରେ ବିଭୋର ହୋଇଛନ୍ତି ରାମଭକ୍ତ । ବିଭିନ୍ନ ସହରରେ ଥିବା ରାମ ଓ ହନୁମାନ…

ଗର୍ଭଗୃହରେ ପ୍ରତିଷ୍ଠା ହୋଇଛନ୍ତି ଶ୍ରୀରାମ ଲଲା

ଗର୍ଭଗୃହରେ ପ୍ରତିଷ୍ଠା ହୋଇଛନ୍ତି ଶ୍ରୀରାମ ଲଲା । ଶୁଭ ମୁହୂର୍ତ୍ତରେ ମନ୍ତ୍ରପାଠ ସହ ହୋଇଛି ପ୍ରଭୁଙ୍କ ପ୍ରତିଷ୍ଠା । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଯଜମାନରେ ଏହା ସମ୍ପନ୍ନ ହୋଇଛି । ସୁନା ବେଶରେ ରାମଲଲାଙ୍କ ମନୋରମ ଛବି ମନ ମୋହୁଛି । ପ୍ରଥମେ ପବିତ୍ର ସରଯୁ ନଦୀରେ ସ୍ନାନ ତର୍ପଣ ପରେ ପୂର୍ବ…

ପାରମ୍ପାରିକ ବେଶରେ ଆଲିଆ ଭଟ୍ଟ

ଗତବର୍ଷ ଆଲିଆଙ୍କୁ ଫିଲ୍ମ ‘ଗଙ୍ଗୁବାଇ କାଠିଆବାଡି’ ଲାଗି ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା ଓ ଏବେ ପୁଣି ତାଙ୍କୁ ସାଉଦି ଆରବର ଏକ ଇଭେଣ୍ଟରେ ଆୱାର୍ଡରେ ସମ୍ମାନିତ କରାଯାଇଛି ।ସୋସିଆଲ ମିଡିଆରେ ଏବେ ଆଲିଆଙ୍କ ଭିଡିଓ ଓ ଫଟୋ ଦ୍ରୁତ ଗତିରେ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ…

ବିରାଜିଲେ ପ୍ରଭୁ ଶ୍ରୀରାମ

ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସଂପନ୍ନ ହୋଇଛି । କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସଂପନ୍ନ କଲେ । ମୁଖ୍ୟ ଯଜମାନ ଭାବରେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରାଣ ପ୍ରତିଷ୍ଠା ବେଳେ ଆକାଶ ମାର୍ଗରୁ ହେଲିକପ୍ଟରରେ ହେଲା ପୁଷ୍ପ ବର୍ଷା ।

ଡାଏଟରେ ସାମିଲ କରନ୍ତୁ ଏହି ଖାଦ୍ୟ

ଆଜିକାଲି ଲୋକମାନେ କର୍ମବ୍ୟସ୍ତତା କାରଣରୁ ନିଜ ସ୍ୱାସ୍ଥ୍ୟ ପ୍ରତି ଅବହେଳା କରୁଛନ୍ତି । ଫଳରେ ସେମାନଙ୍କ କ୍ଷେତ୍ରରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଦେଖାଯାଉଛି । ଶରୀର ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଉଛି Vitamin D । ସୂର୍ଯ୍ୟ କିରଣ, ମାଛ, କ୍ଷୀର, କମଳା, Cod Liver Oil…

ଅର୍ଥନୀତିକୁ ଶକ୍ତି ମିଳିବ

ଅଯୋଧ୍ୟାରେ ରାମ ମନ୍ଦିର ଉଦ୍‌ଘାଟନ ଓ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ଆଧ୍ୟାତ୍ମିକ ଓ ଧାର୍ମିକ ଦୃଷ୍ଟିରୁ ଯେତିକି ଗୁରୁତ୍ବପୂର୍ଣ୍ଣ, ଅର୍ଥନୈତିକ ଦୃଷ୍ଟିରୁ ମଧ୍ୟ ସେଭଳି ଏକ ମହତ୍ବପୂର୍ଣ୍ଣ ଘଟଣା ହେବାକୁ ଯାଉଛି। ରାମ ମନ୍ଦିର ପ୍ରଭାବରେ ସାରା ଦେଶର ଅର୍ଥନୀତିକୁ ବହୁ ବଡ଼…