କୁହୁଡ଼ି କାରଣରୁ ଜନଜୀବନ ଅସ୍ୟବ୍ୟସ୍ତ

ରାଜ୍ୟରେ ଶୀତର ଲହରୀ ଜାରି ରହିଥିବା ବେଳେ କୁହୁଡ଼ି କାରଣରୁ ଜନଜୀବନ ଅସ୍ୟବ୍ୟସ୍ତ ହୋଇପଡ଼ିଛି । ଏହା ସହ ବିଭିନ୍ନ ସ୍ଥାନରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାଜ୍ୟର କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ଗଞ୍ଜାମ, ବୌଦ୍ଧ, କଟକ, ଢ଼େଙ୍କାନାଳ, ଅନୁଗୁଳ ୧୧ଟି…

ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ସଂଗ୍ରହ ପାଇଁ କେନ୍ଦ୍ରର ମଞ୍ଜୁରୀ

ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ସଂଗ୍ରହ ପାଇଁ କେନ୍ଦ୍ରର ମଞ୍ଜୁରୀ ।  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ତ୍ୱରିତ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ରର…

ଫେରିବେ କି ପନ୍ଥ!

କୋଚ ରାହୁଲଙ୍କ ବଡ଼ ବୟାନ । ଟି -20 ବିଶ୍ୱକପ୍‌ ପାଇଁ ଋଷଭ ପନ୍ତ ଫିଟ୍! ଆଇସିସି ଟି -20 ବିଶ୍ୱକପ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳ ଏହି ଫର୍ମାଟରେ ଶେଷ ଅନ୍ତର୍ଜାତୀୟ ସିରିଜ୍ ଖେଳିଥିଲା। ବର୍ତ୍ତମାନ ଏହି ମେଗା ଟୁର୍ନାମେଣ୍ଟରେ ପ୍ରବେଶ କରିବା ପୂର୍ବରୁ ଟିମ୍ ଇଣ୍ଡିଆର ଗୋଟିଏ ବି ମ୍ୟାଚ୍…

ସ୍ପଷ୍ଟ ହେଲା ରୋହିତ ହେବେ ଅଧିନାୟକ

ଟି-୨୦ ବିଶ୍ୱକପ ପାଇଁ  ରୋହିତ ହେବ ଅଧିନାୟକ । ୪ ଭାରତୀୟ ବୋଲରଙ୍କୁ ମନୋନୀତ କଲେ ଜାହିର ଖାନ । ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଜାହିର ଖାନ ଆଗାମୀ ଟି -୨୦ ବିଶ୍ୱକପ ପାଇଁ ଚାରିଜଣ ଶ୍ରେଷ୍ଠ ଦ୍ରୁତ ବୋଲର ସହ ଅଧିନାୟକ ଚୟନ କରିଛନ୍ତି। ତେବେ ସେ ଯୁବ ଆବେଶ ଖାନ ଏବଂ ମୁକେଶ କୁମାରଙ୍କ ନାମ…

ଆଜିର ରାଶିଫଳ

ମେଷ: ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଛାତ୍ରଛାତ୍ରୀ ସେମାନଙ୍କ ଅଧ୍ୟୟନ ପାଇଁ ଟିକେ ଚିନ୍ତିତ ରହିପାରନ୍ତି । ଗୁରୁଜନ ମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଭଲ…

ପୁରୀରେ 5ଟି ଅଧ୍ୟକ୍ଷ, ପରିକ୍ରମା ପ୍ରକଳ୍ପ କଲେ ଅନୁଧ୍ୟାନ

ପୁରୀ: ପୁରୀରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ସେ ପୁରୀ ଯାଇ ସର୍ବ ପ୍ରଥମେ ଲୋକାର୍ପିତ ହୋଇଥିବା ପରିକ୍ରମା ପ୍ରକଳ୍ପରେ ଥିବା ମାର୍ଗରେ ପ୍ରଦୀକ୍ଷଣ କରିଥିଲେ। ଶ୍ରୀମନ୍ଦିର ଚାରିପଟେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ରାଜ୍ୟ ସରକାରଙ୍କ ବୃହତ…

ରାମମନ୍ଦିରରେ ବିରାଜମାନ ରାମଲାଲାଙ୍କ ସ୍ପଷ୍ଟ ଫଟୋକୁ ନେଇ ଭକ୍ତିମୟ ପରିବେଷ

ରାମମନ୍ଦିରରେ ବିରାଜମାନ ରାମଲାଲାଙ୍କ ସ୍ପଷ୍ଟ ଶ୍ୟାମଳ ରଙ୍ଗର ପ୍ରସ୍ତରରେ ନିର୍ମିତ ହୋଇଛି ରାମଲାଲାଙ୍କ ଏହି ଅଦ୍ଭୁତ ପ୍ରତିମୂର୍ତି । ପୂର୍ବରୁ ରାମଲାଲାଙ୍କ ଏକ ଚିତ୍ର ସାମ୍ନାକୁ ଆସିଥିଲା । କିନ୍ତୁ ଏବେ ପୂରା ଫଟୋଚିତ୍ର ସାମ୍ନାକୁ ଆସିବା ପରେ ୧୪୦ କୋଟି ଭାରତୀୟଙ୍କ ଭିତରେ ଏକ ଅଭୁଦପୂର୍ବ…

ଏୟାରଷ୍ଟ୍ରାଇକ ପରେ ପାକିସ୍ତାନର ମନୋଭାବ ନରମ

ନୂଆଦିଲ୍ଲୀ: ଇରାନର ବଲୁଚିସ୍ତାନ ଲିବରେସନ ଆର୍ମି (ବିଏଲଏ) ଆତଙ୍କବାଦୀ ସଂଗଠନ ଉପରେ ପାକିସ୍ତାନ ଏୟାରଷ୍ଟ୍ରାଇକ୍ କରିଥିଲା । ତେବେ ଏହାପରେ ଏହି ଦୁଇ ଇସଲାମିକ ରାଷ୍ଟ୍ର ମଧ୍ୟରେ ବିବାଦ ଉଗ୍ରରୂପ ଧାରଣ କରିଥିଲା । ବିଶ୍ୱରେ ପୁଣି ଥରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବା ନେଇ ଆଶଙ୍କା…

କାହିଁକି ମହାଭାରତକୁ ପାଠ ଘରେ କରାଯାଏ ନାହିଁ!

ମହାଭାରତର ପାଠ ଘରେ କିମ୍ବା ସର୍ବସମ୍ମୁଖରେ କରାଯାଏ ନାହିଁ । କେବଳ ସେତିକି ନୁହେଁ ବିଶ୍ୱାସ କରାଯାଏ ଯେ ଆପଣ ଯେଉଁଠାରେ ବି ମହାଭାରତ ପାଠ କରିବେ, ଏହାକୁ ସମ୍ପୂର୍ଣ୍ଣ ପାଠ କରିବେ ନାହିଁ, ଗୋଟିଏ ପୃଷ୍ଠାକୁ ଛାଡି ଦେବେ । ତେବେ ଏପରି କରାଯିବା ପଛରେ ଏକ ଖାସ କାରଣ ରହିଛି। କିନ୍ତୁ ଘରେ…

ଧାରଣାରେ ସୂଚନାଧିକାର କର୍ମୀ

ଯାଜପୁର ବିଧାୟକ ପ୍ରବଣ ପ୍ରକାଶ ଦାସଙ୍କ ସରକାରୀ ବାସଭବନ ମରାମତି ଓ ନବୀକରଣରେ ବେଆଇନ୍ ଭାବେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଅଭିଯୋଗ । ଦୁର୍ନୀତି ଜଣାପଡ଼ିଯିବା ଭୟରେ ସୂଚନା ଅଧିକାର ଆଇନରେ ଆବେଦନ ହୋଇଥିବା ତଥ୍ୟ ଦେଉନାହିଁ ପ୍ରଶାସନ । ଏହାର ପ୍ରତିବାଦରେ ଓଡ଼ିଶା ସୂଚନା ଅଧିକାର…