ଆଜି ଅଟଳ ସେତୁ ଉଦ୍ଘାଟନ
ଆସନ୍ତାକାଲି ଭାରତର ଦୀର୍ଘତମ ସମୁଦ୍ର ପୋଲ ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍ (ଏମ୍ଟିଏଚ୍ଏଲ୍) ଉଦ୍ଘାଟନ ହେବ। ଏହି ପୋଲ ଉପରେ ଚାରିଚକିଆ ଯାନର ସର୍ବାଧିକ ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ଥିବା ବେଳେ ବାଇକ୍, ଅଟୋରିକ୍ସା ଏବଂ ଟ୍ରାକ୍ଟରକୁ ସମୁଦ୍ର ବ୍ରିଜ୍ ଉପରେ ଯିବାକୁ ଅନୁମତି…