ଆଜିର ରାଶିଫଳ

ମେଷ: କରିଆସୁଥିବା ଚେଷ୍ଟାରେ ସଫଳ ହେବେ। ସମାଜରେ ଆପଣଙ୍କ ପ୍ରଭାବ ବଢ଼ିବ। ଆର୍ଥିକ ସ୍ଥିତିରେ ସୁଧାର ହେବ। ଭଲ ଖବର ଶୁଣିବେ। ନବବିବାହିତ ଦମ୍ପତିଙ୍କ ଲାଗି ସମୟ ଭଲ। ବୃଷ: ନୂଆ ବିଚାର ଗ୍ରହଣ କରିବେ। କମ୍ ପରିଶ୍ରମରୁ ଯଥେଷ୍ଟ ଲାଭ ପାଇବେ। ଅଚାନକ ଧନଲାଭର ଯୋଗ ଅଛି। ପ୍ରେମ ସମ୍ବନ୍ଧରେ…

ବାଂଲାଦେଶରେ ନିର୍ବାଚନ ପୂର୍ବରୁ ହିଂସା

ଢାକା: ନିର୍ବାଚନ ପୂର୍ବରୁ ବାଂଲାଦେଶରେ ହିଂସା । ଟ୍ରେନ୍ ପରେ ପୋଲିଂ ବୁଥ ଏବଂ ସ୍କୁଲ ବସରେ ଲୋକେ ଲଗାଇଦେଲେ ନିଆଁ । ସାଧାରଣ ନିର୍ବାଚନ ପୂର୍ବରୁ ଚାରିଟି ପୋଲିଂ ବୁଥ ଏବଂ ୫ଟି ପ୍ରାଥମିକ ବିଦ୍ୟାଳୟରେ ହିଂସା ଦେଖାଦେଇଛି । ବାଂଲାଦେଶ ରାଜଧାନୀ ଢାକା ଉପକଣ୍ଠ ଗାଜିପୁରରେ ଅଗ୍ନିକାଣ୍ଡ…

୨୦୨୩ ବର୍ଷ ପାଇଁ ଆଇସିସିର ଶ୍ରେଷ୍ଠ ଟେଷ୍ଟ୍ କ୍ରିକେଟ୍ ଦୌଡ଼ରେ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ

ଦୁବାଇ: ୨୦୨୩ ବର୍ଷ ପାଇଁ ଆଇସିସିର ଶ୍ରେଷ୍ଠ ଟେଷ୍ଟ୍ କ୍ରିକେଟ୍ ଦୌଡ଼ରେ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ସାମିଲ ହୋଇଛନ୍ତି । ୪ ଜଣିଆ ତାଲିକାରେ ଅଶ୍ୱିନ ଏକମାତ୍ର ଭାରତୀୟ ଅଛନ୍ତି । ତାଙ୍କ ବ୍ୟତୀତ ଇଂଲଣ୍ଡର ଜୋ ରୁଟ୍‌, ଅଷ୍ଟ୍ରେଲିଆର ଉସମାନ ଖୱାଜା, ଟ୍ରାଭିସ୍ ହେଡ୍ ଏହି ଦୌଡ଼ରେ…

ଟି -୨୦ ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ପାକିସ୍ତାନ

ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ଏବଂ ଆମେରିକାରେ ଖେଳାଯିବାକୁ ଥିବା ୨୦୨୪ ଟି -୨୦ ବିଶ୍ୱକପ୍‌ର କାର୍ଯ୍ୟସୂଚୀକୁ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଘୋଷଣା କରିଛି । ପାକିସ୍ତାନ ସହ ମ୍ୟାଚ୍ ଜୁନ୍ ୯ରେ ଅନୁଷ୍ଠିତ ହେବ । ଏହା ବ୍ୟତୀତ ୧୨ ଜୁନରେ ଭାରତ-ଆମେରିକା ଏବଂ ୧୫ ଜୁନରେ କାନାଡା…

ସମ୍ବଲପୁରରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଜାକବ ଗୁରୁତର

ସମ୍ବଲପୁର: ସମ୍ବଲପୁରରେ  ଏନ୍‌କାଉଣ୍ଟରରେ  ଦୁର୍ଦ୍ଦାନ୍ତ ଅପରାଧୀ ଜାକବ ଗୁରୁତର ଆହତ ହୋଇଛି। ତାକୁ ବୁର୍ଲା ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଜାକବ ମଦ ଦୋକାନ ଚୋରି ଅଭିଯୋଗରେ ସମ୍ପୃକ୍ତ ଥିଲା। ତା’ ଛଡ଼ା ଅନ୍ୟ ୧୧ ଅଭିଯୁକ୍ତଙ୍କୁ ପୁଲିସ୍ ଗିରଫ କରିଛି।   ଶୁକ୍ରବାର ବିଳମ୍ବିତ ରାତିରେ…

ମୁଖ୍ୟମନ୍ତ୍ରୀଙ୍କୁ ମା’ ସମଲେଶ୍ବରୀଙ୍କ ନିମନ୍ତ୍ରଣ

ଭୁବନେଶ୍ବର: ପୁରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ପରେ ମାସ ଶେଷ ବେଳକୁ ହେବ ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ । ଏଥିପାଇଁ ଏକାମ୍ର କ୍ଷେତ୍ରରେ ପହଞ୍ଚିଛି ମା’ ସମଲେଶ୍ବରୀଙ୍କ ନିମନ୍ତ୍ରଣ ପତ୍ର । ମହାପ୍ରଭୁ ଲିଙ୍ଗରାଜ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମା’ ସମଲେଶ୍ବରୀଙ୍କ…

ଏଲ1 ପଏଣ୍ଟରେ ପହଞ୍ଚିଲା ଆଦିତ୍ୟ ସାଟେଲାଇଟ୍

ନୂଆଦିଲ୍ଲୀ: ନୂଆବର୍ଷରେ ଇତିହାସ ରଚିଲା ଇସ୍ରୋ । ଆଦିତ୍ୟ ଏଲ-୧ ସାଟେଲାଇଟ ନିର୍ଦ୍ଧାରିତ L1 ପଏଣ୍ଟର ହେଲୋ ଅର୍ବିଟରେ ପହଞ୍ଚି ସାରିଛି । ଏବେ ଆଦିତ୍ୟ ପୃଥିବୀଠାରୁ ୧୫ ଲକ୍ଷ କିମି ଦୂରରେ ରହିଛି । ୨ ସେପ୍ଟେମ୍ବର ୨୦୨୩ରେ ଆରମ୍ଭ ହୋଇଥିବା ଆଦିତ୍ୟର ଯାତ୍ରା ଶେଷ ହୋଇଛି । ୪ ଶହ କୋଟି…

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣର କରୁଣ କାହାଣୀ, ଶବକୁ ନେଇ ବଢିଲା ସସପେନ୍ସ

ଭୁବନେଶ୍ବର: ହାଇଟେକ୍ ହସ୍ପିଟାଲ ଟ୍ରାଜେଡି । ଦ୍ଵନ୍ଦକୁ ଦୂର କରିବା ଲାଗି ତୃତୀୟ ମୃତଦେହ ପୋଲିସକୁ ହସ୍ତାନ୍ତର କଲା ହାଇଟେକ ହସ୍ପିଟାଲ । ଦିଲ୍ଲୀପ ସାମନ୍ତରାୟଙ୍କ ମୃତଦେହ ନା ଆଉ କାହାର ସେନେଇ ହେବ ଡିଏନଏ ଟେଷ୍ଟ । ଦିଲ୍ଲୀପଙ୍କ ମାଆଙ୍କ ସ୍ବାସ୍ଥ୍ୟର ଦାୟିତ୍ବ ନେବ ହସ୍ପିଟାଲ । ମୃତକଙ୍କ…

ବିଦ୍ୟାଳୟ ଶିକ୍ଷାରେ ଆଣିବ ନୂଆ କ୍ରାନ୍ତି

ଶିକ୍ଷାରେ ନୂଆ କ୍ରାନ୍ତି ଆଣିବା ଦିଗରେ ପିଏମ ଶ୍ରୀ ସ୍କୁଲ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଗୁରୁବାର ଉତ୍ତରପ୍ରଦେଶରେ ପିଏମ ଶ୍ରୀ ସ୍କୁଲର ଶୁଭାରମ୍ଭ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ପିଏମ ଶ୍ରୀ ସ୍କୁଲ…

କନ୍ନଡ଼ ଫିଲ୍ମରେ ଡେବ୍ୟୁ କରିବେ କରୀନା

କିଛି ଦିନ ପୂର୍ବରୁ, ୟଶ ତାଙ୍କର ପରବର୍ତ୍ତୀ ଫିଲ୍ମର ନାମ ଘୋଷଣା କରିଥିଲେ, ଯାହାର ନାମ ଥିଲା ‘ଟକ୍ସିକ୍’। ନିର୍ଦ୍ଦେଶକ ଗୀତୁ ମୋହନଦାସ ଏହି ଫିଲ୍ମର ନିର୍ଦ୍ଦେଶନା ଦେବା ସହ ଫିଲ୍ମଟି କେଜିଏଫ୍ ଭଳି ବ୍ଲକବଷ୍ଟର ହେବ ବୋଲି ୟଶଙ୍କ ପ୍ରଶଂସକ କହିବା ଆରମ୍ଭ କରିଛନ୍ତି।