ପ୍ରଥମ ଟେଷ୍ଟ ଜିତିଲା ଦକ୍ଷିଣ ଆଫ୍ରିକା
ସେଞ୍ଚୁରିଅନଠାରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତକୁ ଇନିଂସ ଓ ୩୨ ରନରେ ହରାଇ ଦେଇଛି ଦକ୍ଷିଣ ଆଫ୍ରିକା । ଏହା ସହିତ ଦକ୍ଷିଣ-ଆଫ୍ରିକା ଏହି ଟେଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଯାଇଛି । ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଇନିଂସ ଏବଂ ୩୨ ରନ୍ରେ ବିଜୟୀ ହୋଇ ପୁଣି ପୁରୁରା…