ବିଶ୍ୱର ବଡ଼ ଇନୋଭେସନ କେନ୍ଦ୍ର

ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି-ବମ୍ବେ ସହ ମିଶି ଦେଶର ସର୍ବବୃହତ ଟେଲିକମ୍ କମ୍ପାନି ଜିଓ “ଭାରତ ଜିପିଟି” ନିର୍ମାଣ କରିବା ଉପରେ କାର୍ଯ୍ୟ କରୁଛି । ଏଥି ସହିତ କମ୍ପାନି ମଧ୍ୟ ଟେଲିଭିଜନ ପାଇଁ ଏକ ନୂଆ ଅପରେଟିଂ ସିଷ୍ଟମ୍ ଆରମ୍ଭ କରିବା ଦିଗରେ କାର୍ଯ୍ୟ କରୁଥିବା ସେ କହିଛନ୍ତି…

ଏଲପିଜି ସିଲିଣ୍ଡର

ପରିବାରର ମହିଳା ମୁଖ୍ୟମାନେ ୧ ଜାନୁଆରୀ ୨୦୨୪ ରୁ ଏହି ସୁବିଧା ପାଇବେ । ସବସିଡି ସିଧାସଳଖ ହିତାଧିକାରୀ ମହିଳାଙ୍କ ଆକାଉଣ୍ଟରେ ଜମା ହେବ । ଉଜ୍ଜ୍ୱଳା ଯୋଜନାର ୭୦ ଲକ୍ଷରୁ ଅଧିକ ହିତାଧିକାରୀ ପରିବାର ରାଜ୍ୟ ସରକାରଙ୍କ ଏହି ଯୋଜନାର ଲାଭ ପାଇବେ ।ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ବୁଧବାର ଦିନ…

ପ୍ରବଳ ଘନକୁହୁଡି

ରାଜ୍ୟରେ ଘନକୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି । କାଲି ୧୫ ଜିଲ୍ଲାରେ ପ୍ରବଳ ଘନକୁହୁଡ଼ି ଦେଖାଯିବ । ଏନେଇ ସତର୍କ ସୂଚନା ଜାରି କରିଛନ୍ତି ଏସଆରସି । ତେବେ ଆସନ୍ତୁ ଜାଣିବା ରାଜ୍ୟର କେଉଁ ୧୫ଟି ଜିଲ୍ଲାରେ ଦେଖାଯିବ ଘନକୁହୁଡ଼ି ।ସୂଚନା ଅନୁଯାୟୀ, ପୁରୀ , ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ,…

ଓଜେଏସ ରେଜଲ୍ଟ

ଓଡିଶା ଜୁଡ଼ିସିଆଲ ସର୍ଭିସ(ଓଜେଏସ)ରେଜଲ୍ଟ। ଏଥିରେ ସୁଶ୍ରିତା ମିଶ୍ର ଟପ୍ପର ହୋଇଥିବା ଦେଖିବାକୁ ମିଳିଛି। ସେହିପରି ଦ୍ୱିତୀୟ ସ୍ଥାନରେ ନୀଲିଶା ପଟ୍ଟନାୟକ ରହିଛନ୍ତି। ଅନ୍ୟପଟେ ତୃତୀୟ ସ୍ଥାନରେ ଅନନ୍ୟା ମିଶ୍ର ସ୍ଥାନ ପାଇଛନ୍ତି। ସେହିପରି ଚତୁର୍ଥରେ ରାଣୀ ରଞ୍ଜିତା ପଟ୍ଟନାୟକ ଥିବା ବେଳେ…

ପୁଲିସର ଗୁଳିମାଡ଼ରେ କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳ ଆହତ

ଭୁବନେଶ୍ୱର: ପୁଲିସର ଗୁଳିମାଡ଼ରେ କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳ ଆହତ  । ବୁଧବାର ରାତି ପ୍ରାୟ ୩ଟା ବେଳେ ମଞ୍ଚେଶ୍ୱର ଥାନା ପୁଲିସ ଓ ସ୍ପେଶାଲ୍ ସ୍କ୍ୱାଡ୍ ମିଳିତ ଭାବେ ପାଟ୍ରୋଲିଂ କରୁଥିବା ବେଳେ କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳକୁ ଏନକାଉଣ୍ଟର କରିଛି। ରଘୁ ଓ ତାର ଜଣେ ସହଯୋଗୀ ପୁନିଆ…

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରୁଷ୍‌ ଆସିବାକୁ ନିମନ୍ତ୍ରଣ କଲେ ଭ୍ଲାଦିମିର୍‌ ପୁଟିନ୍‌

ଆସନ୍ତା ବର୍ଷ ବାର୍ଷିକ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁଟିନ୍‌ ପରସ୍ପରକୁ ଭେଟିବେ । ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ପୁଟିନ୍‌ କହିଛନ୍ତି, ଆମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମର୍ଯ୍ୟାଦା ବିଷୟରେ ଜାଣୁ । ମୁଁ ତାଙ୍କ…

ଆଜିର ରାଶିଫଳ

ମେଷ: ବନ୍ଧୁ ପରାମର୍ଶ ନେଇ ବ୍ୟବସାୟ ଆରମ୍ଭ କରିବା ପାଇଁ ସ୍ଥିର କରିବେ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ। ପରିବାରର ଝିଅଙ୍କୁ ବଡ଼ ସଫଳତା ମିଳିବ। ବୃଷ: ଜମି ବ୍ୟବସାୟୀ ବଡ଼ ସଉଦା କରିବେ। ରାଜନୀତି କ୍ଷେତ୍ରରେ ନୂଆ ଲୋକଙ୍କ ସହିତ ସମ୍ପର୍କ ହେବ। କର୍ତ୍ତୃପକ୍ଷ ଦେଇଥିବା ଲକ୍ଷ୍ୟକୁ…

୧୪ରୁ ଆରମ୍ଭ ହେବ ରାହୁଲ ଗାନ୍ଧିଙ୍କ ‘ଭାରତ ନ୍ୟାୟ ଯାତ୍ରା

ନୂଆଦିଲ୍ଲୀ: ୧୪ରୁ ଆରମ୍ଭ ହେବ ରାହୁଲ ଗାନ୍ଧିଙ୍କ ‘ଭାରତ ନ୍ୟାୟ ଯାତ୍ରା  । ରାହୁଲଙ୍କ ଏହି ଭାରତ ନ୍ୟାୟ ଯାତ୍ରା ୧୪ଟି ରାଜ୍ୟର ୮୫ ଜିଲ୍ଲା ଦେଇ ଯାତ୍ରା କରିବ। କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖଡଗେ ଇମ୍ଫାଲରୁ ଏହି ଯାତ୍ରାର ଶୁଭାରମ୍ଭ କରିବେ। ମଣିପୁର, ନାଗାଲାଣ୍ଡ, ଆସାମ, ମେଘାଳୟ,…

ଶ୍ରୀମନ୍ଦିର ପ୍ରକଳ୍ପ କାମର ପ୍ରଶଂସା କଲେ ଭଦ୍ରକରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଭଦ୍ରକ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି 5T ଅଧ୍ୟକ୍ଷ। ଭଦ୍ରକର ବିଭିନ୍ନ ସ୍ଥାନରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ସହିତ ଅସୁରାଳିରେ ମଧ୍ୟ ସମୀକ୍ଷା କରିଥିଲେ। ଏହି ସମୟରେ ସେ ଜନସାଧାରଣଙ୍କ ସହିତ ଆଲୋଚନା ମଧ୍ୟ କରିଥିଲେ । ଏକ…

ଶୀତଦିନେ ପିଅନ୍ତୁ ଗାଜର ଜୁସ

ଗାଜର ସାଧାରଣତଃ ସ୍ୱାସ୍ଥ୍ୟ ପାଇଁ ବେଶ୍ ହିତକର ହୋଇଥାଏ । ତେଣୁ ଡାକ୍ତର ମଧ୍ୟ ସକାଳୁ ଗାଜର ଖାଇବାକୁ ପରାମର୍ଶ ଦେଇଥାନ୍ତି । ହେଲେ କଞ୍ଚା ଗାଜର ଖାଇବା ଠାରୁ ଗାଜର ଜୁସ୍ ଅଧିକ ଲାଭଦାୟକ ହୋଇଥାଏ । ଖାସ୍ କରି ଶୀତଦିନେ ଗାଜର ଜୁସ୍ ପିଇବା ସ୍ୱାସ୍ଥ୍ୟ ପାଇଁ ବହୁତ ଭଲ ହୋଇଥାଏ । ଗାଜର…