ନବରାତ୍ରିର ଦ୍ବିତୀୟ ଦିନ, ବ୍ରହ୍ମଚାରିଣୀ ବେଶରେ ପୂଜା ପାଇବେ ମା ଦୁର୍ଗା
ଆଜି ମା’ଙ୍କ ଷୋଡ଼ଶ ଉପଚାର ପୂଜାର ଦଶମ ଦିନ ଏବଂ ନବରାତ୍ରିର ଦ୍ବିତୀୟ ଦିନ । ଆଜି କଟକରେ ମା’ ଗଡ଼ଚଣ୍ଡୀ ଭକ୍ତମାନଙ୍କୁ ବଗଳାମୁଖୀ ବେଶରେ ଦର୍ଶନ ଦେଉଛନ୍ତି । ଏଥିପାଇଁ ସକାଳୁ ସକାଳୁ ମନ୍ଦିରରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ଶାନ୍ତି ଶୃଙ୍ଖଳାରେ ମା'ଙ୍କ ଦର୍ଶନ ପାଇଁ ସମସ୍ତ ପ୍ରକାର…