ସାବଧାନ!ChatGPT ବ୍ୟବହାର କରୁଥିଲେ
ଆପଣ ChatGPT ବ୍ୟବହାର କରୁଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ଏକ ବଡ଼ ଖବର । ଆପଣ ଯେଉଁ ଇ-ମେଲ୍ IDରେ ଚାଟ୍ ଜିପିଟି ବ୍ୟବହାର କରୁଛନ୍ତି ତାହା ବର୍ତ୍ତମାନ ହ୍ୟାକର୍ସମାନଙ୍କ ଟାର୍ଗେଟରେ ରହିଛି । ଇଣ୍ଡିଆନା ୟୁନିଭର୍ସିଟି ବ୍ଲୁମିଙ୍ଗଟନ୍ର ଏକ ଅନୁସନ୍ଧାନକାରୀ ଟିମ୍ ChatGPTର ସବୁଠାରୁ…