IB ପକ୍ଷରୁ ପୁଣି ପ୍ରକାଶ ପାଇଲା ନିଯୁକ୍ତି ବିଜ୍ଞପ୍ତି
ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ପକ୍ଷରୁ ଆସିଷ୍ଟାଣ୍ଟ ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଅଫିସର (ଏସିଆଇଓ) ଗ୍ରେଡ-୨ / ଏଗଜିକ୍ୟୁଟିଭ୍ ପଦ ପାଇଁ ନିଯୁକ୍ତି ବିଜ୍ଞପ୍ତି ବାହାରିଥିବା ବେଳେ ପୁଣି ଆସିଛି ଏକ ବଡ଼ ସୁଯୋଗ । ଆସିଷ୍ଟାଣ୍ଟ ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଅଫିସର (ଏସିଆଇଓ) ଗ୍ରେଡ-୨ / ଟେକ…