ଖସିଲା ପାରଦ

ବଢ଼ିଚାଲିଛି ଶୀତ । କିଏ ନିଆଁ ଲଗାଇ ଶୀତ କମ କରିବାକୁ ଚେଷ୍ଟା କରୁଛି ତ କିଏ ଭୟଙ୍କର ଶୀତକୁ ଡରି ଘରୁ ବାହାରୁ ନାହିଁ । ଶୀତ ବସ୍ତ୍ର ପିନ୍ଧିଲେ ବି ଶୀତ ରୁ ବଞ୍ଚି ପାରୁ ନାହାନ୍ତି ଲୋକେ । ପବନ ଦେହରେ ଟିକେ ବାଜିଲେ ଦେହ ଥରେଇ ଯାଉଛି । ତେବେ ଏହାରି ଭିତରେ ମୟୁରଭଞ୍ଜ ଜିଲ୍ଲାରେ ତଳମୁହାଁ…

ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ

ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ। ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଦକ୍ଷିଣ ଉଜୈନରୁ କ୍ରମାଗତ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ୫୮ବର୍ଷୀୟ ମୋହନ ଯାଦବ। ଶିବରାଜ ସିଂ ସରକାରରେ ସେ…

ବୋରଓ୍ବେଲରୁ ଜୀବନ୍ତ ଉଦ୍ଧାର ହେଲା ନବଜାତ ଶିଶୁ

ସମ୍ବଲପୁର ରେଙ୍ଗାଲି ରାଲିପାଲିର ବୋରଓ୍ବେଲରେ ଭିତରୁ ଜୀବନ୍ତ ଉଦ୍ଧାର ହେଲା ନବଜାତ ଶିଶୁ। ଉଦ୍ଧାରକାରୀ ଦଳଙ୍କ ଅକ୍ଲାନ୍‌ ପରିଶ୍ରମକୁ ସାବାସୀ ଜଣାଇବା ସହିତ ପୁରା ଟିମ୍‌କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଏଥିସହିତ ଓଡ୍ରାଫ, ଅଗ୍ନିଶମ, ଜିଲ୍ଲାପ୍ରଶାସନକୁ ମଧ୍ୟ…

ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ

ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡା ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ…

ଆଜିର ରାଶିଫଳ

ବୃଷ: ଯେକୌଣସି ନିଷ୍ପତ୍ତି ଭାବିଚିନ୍ତି ନିଅନ୍ତୁ। କାମରେ ଭାଇର ସହଯୋଗ ପାଇବେ। କଥା କହିବା ବେଳେ ନିଜର ଶବ୍ଦ ଉପରେ ଧ୍ୟାନ ଦିଅନ୍ତୁ। ଶିକ୍ଷକଙ୍କ ଲାଗି ଭଲ ଦିନଟିଏ। ‌ ମିଥୁନ: ଆଜି ଆପଣ ନିଶ୍ଚିନ୍ତ ରହିବେ। ମହିଳାଙ୍କ ଲାଗି ଦିନଟି ବହୁତ ଭଲ। କ୍ୟାରିୟରରେ ଆଗକୁ ବଢ଼ିବେ। ଛାତ୍ରଛାତ୍ରୀ…

ପାକିସ୍ତାନ ସେନା ବେସ୍‌ କ୍ୟାମ୍ପରେ ବଡ଼ଧରଣର ବିସ୍ଫୋରଣ, ୨୪ ଜଣ ପାକିସ୍ତାନୀ ସୈନିକ ମୃତ

ପାକିସ୍ତାନ ସେନା ବେସ୍‌ କ୍ୟାମ୍ପରେ ବଡ଼ଧରଣର ବିସ୍ଫୋରଣ ହୋଇଛି । ୨୪ ଜଣ ପାକିସ୍ତାନୀ ସୈନିକଙ୍କ ଏଥିରେ  ମୃତ୍ୟୁ ଘଟିଛି  । ପାକିସ୍ତାନର ସୁରକ୍ଷା ବାହିନୀ ଉପରେ ପୁଣି ଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି । ଖାଇବର ପଖ୍ତୁନଖୱାର ଡେରା ଇସ୍ମାଇଲ ଖାଁ ଅଞ୍ଚଳରେ ଥିବା ସୁରକ୍ଷା ବାହିନୀର…

ରାଜସ୍ଥାନରେ ବିଜେପି ଭଜନଲାଲ୍ ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶ ଓ ଛତିଶଗଡ ପରେ ଏବେ ରାଜସ୍ଥାନ ପାଇଁ ମୁଖ୍ୟମନ୍ତ୍ରୀ ଚୟନ କରିଛି ବିଜେପି ବିଧାୟକ ଦଳ । ଏହି କ୍ରମରେ ପୂର୍ବରୁ ଆଲୋଚନା ହେଉଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଓ ସାଂସଦରୁ ବିଧାୟକ ହୋଇଥିବା ବାବା ବାଳକନାଥଙ୍କୁ ପଛରେ ପକାଇ ଭଜନଲାଲ ଶର୍ମା ମୁଖ୍ୟମନ୍ତ୍ରୀ…

ବାପାଙ୍କ ପାଇଁ କ୍ଷମତାରେ ବସିଛନ୍ତି

ବିଧାନସଭା ନିର୍ବାଚନ ୨୦୨୩ର ଫଳାଫଳ ଘୋଷଣା ହେବାର ଏକ ସପ୍ତାହ ପରେ, ଭାରତୀୟ ଜନତା ପାର୍ଟି (ବିଜେପି) ଶେଷରେ ମୋହନ ଯାଦବଙ୍କୁ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ରୂପେ ଘୋଷଣା କରିଛି | ଏହା ପରେ ବିଜେପି ସମାଜବାଦୀ ପାର୍ଟି (ଏସପି) ମୁଖ୍ୟ ଅଖିଳେଶ ଯାଦବ ଏବଂ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ…

ସରକାରୀ ବଙ୍ଗଳା ଛାଡ଼ିବେ ମହୁଆ

ଲୋକସଭାରୁ ବହିଷ୍କାର ହେବା ପରେ ଏବେ ସରକାରୀ ବାସଭବନ ଖାଲି କରିବାକୁ କହିଲେ ସଂସଦର ହାଉସିଂ କମିଟି। ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କ ବିରୋଧରେ ’କ୍ୟାସ୍‌ ଫର୍‌ କ୍ୱେରି’ ଅଭିଯୋଗ ନେଇ ସଦାଚାର କମିଟିର ରିପୋର୍ଟ ଆସିବା ପରେ ତାଙ୍କୁ ଡିସେମ୍ବର ୮ରେ ଲୋକସଭାରୁ ବହିଷ୍କାର…

ଜରିନ ଖାନଙ୍କୁ ମିଳିଲା ଜାମିନ

ଜରିନ ଖାନଙ୍କୁ ମିଳିଲା ଅନ୍ତରୀଣ ଜାମିନ, ବିନା ଅନୁମତିରେ ବିଦେଶ ଗସ୍ତ ଉପରେ ରୋକ Latestମନୋରଞ୍ଜନ By Sambad Digital Last updated Dec 12, 2023  ସେୟାର ମୁମ୍ବାଇ: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ଏକ କୋର୍ଟ ସୋମବାର ନରକେଲଡଙ୍ଗା ପୁଲିସ…