ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
ଉତ୍ତରପ୍ରଦେଶରେ ସୋମବାର ପ୍ରୟାଗରାଜ ଏବଂ କୌଶାମୀ ସୀମା ନିକଟରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ୮ ପିଲାଙ୍କ ସମେତ ୧୧ଜଣ ପ୍ରାଣ ହରାଇଛନ୍ତି । ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରୟାଗରାଜ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ବିସ୍ପୋରଣ ଏତେ…