ଆଜି ଠୁ ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା
ଗୁଳୁଗୁଳିରେ ଶନିବାରଠାରୁ ସନ୍ତୁଳି ହୋଇଯିବ ଉପକୂଳ ଓଡ଼ିଶା । ୧୬ ଯାଏଁ ଉପକୂଳ ଏବଂ ସଂଲଗ୍ନ ଜିଲ୍ଲାର ଲୋକେ ଗରମ, ଗୁଳୁଗୁଳିରେ ନୟାନ୍ତ ହେବେ। ୧୩ରୁ ନିଆଁ ମାଡ଼ ହେବ ପଶ୍ଚିମ ଓଡ଼ିଶାରେ I ପାଣିପାଗ ବିଭାଗ ସତର୍କ କରାଇ ଦେଇଛି, ସୋମବାର ବେଳକୁ ବଲାଙ୍ଗିର ୪୬ ଡିଗ୍ରୀ ଓ ବରଗଡ଼ ୪୫ ଡିଗ୍ରୀ…