୧୭ଦିନ ପରେ ବାହାରକୁ ଆସିବେ ୪୧ ଶ୍ରମିକ
ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ଟନେଲ ଦୁର୍ଘଟଣାରେ ଫସି ରହିଥିବା ୪୧ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଚାଲିଥିବା ଖନନ କାର୍ଯ୍ୟ ଶେଷ ହୋଇଛି। ଶ୍ରମିକମାନେ ଗତ ୧୭ଦିନ ଧରି ଏଠାରେ ଫସି ରହିଥିଲେ। ୧୭ଦିନ ଉଦ୍ଧାର କାର୍ଯ୍ୟ ଚାଲିବା ସହ ବିଭିନ୍ନ ପ୍ରକାରର ମସିନର ବ୍ୟବହାର ପରେ ଆଜି…