ଆଜି ପବିତ୍ର ଅଁଳା ନବମୀ

ଆଜି ପବିତ୍ର ଅଁଳା ନବମୀ  ।  ଧର୍ମ ମାସ କାର୍ତ୍ତିକ ଶୁକ୍ଳପକ୍ଷ ନବମୀ । ଏହି ଅବସରରେ ପୁରୀ ସାକ୍ଷୀଗୋପାଳ ସ୍ଥିତ ସାକ୍ଷୀଗୋପୀନାଥ ମନ୍ଦିରରେ ଶ୍ରୀକୃଷ୍ଣ ନଟବର ଓ ମା’ ରାଧା ଓଡ଼ିଆଣୀ ବେଶରେ ଭୂଷିତ ହେବେ । ପବିତ୍ର ଅଁଳା ନବମୀ ଅବସରରେ ବର୍ଷକୁ ଥରଟିଏ ଏହି ବେଶ ସହ ରାଧା ପାଦ ଦର୍ଶନ ପାଇଁ…

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ବର: ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୩୦ତାରିଖ ଯାଏଁ ଚାଲିବାକୁ ଥିବା ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ଆଜି ଦିନ ୧୧ଟା ବେଳେ ଗୃହକାର୍ଯ୍ୟ ଆରମ୍ଭ ହେବ  । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଶୋକ ପ୍ରସ୍ତାବ ଆଗତ କରିବେ । ପଞ୍ଚାୟତିରାଜ, ପାନୀୟ ଜଳ,…

ପୁରୀ ଯାଉଥିବାବେଳେ ପଛରୁ ପିଟିଲା ଟ୍ରକ, ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

ଯାଜପୁର:  ଯାଜପୁର ପାଣିକୋଇଲି ନିକଟରେ ଦୁର୍ଘଟଣା । ଅଟୋକୁ ଟ୍ରକ ଧକ୍କା ଦେବାରୁ ପରିବାରର ୨ ଜଣଙ୍କ ମୃତ୍ୟୁ ହୋଇଛି । ଜଗା ଦର୍ଶନ ଲାଗି ଅଟୋରେ ବାହାରିଥିଲେ ତିନି ପରିବାରର ୧୦ଜଣ ସଦସ୍ୟ। ହେଲେ ୧୬ ନଂ ଜାତୀୟ ରାଜପଥ ଅନ୍ତର୍ଗତ ପାଣିକୋଇଲି ଶର୍ମା ପେଟ୍ରୋ ପମ୍ପ ନିକଟରେ ସେହି ଅଟୋକୁ…

ଆଜି କଳିଙ୍ଗରେ ଭାରତ-କତର ମୁକାବିଲା

ଭୁବନେଶ୍ବର:ଆଜି କଳିଙ୍ଗରେ ଭାରତ-କତର ମୁକାବିଲା  । ଫିଫା ବିଶ୍ବକପ୍‌ ୨୦୨୬ ଓ ଏଏଫ୍‌ସି ଏସୀୟ କପ୍‌ ସାଉଦି ଆରବିଆ ୨୦୨୭ ପ୍ରିଲିମିନାରି ଜଏଣ୍ଟ କ୍ବାଲିଫିକେସନ ରାଉଣ୍ଡ ୨ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିରେ ମୁହାଁମୁହିଁ ହେବେ ଆୟୋଜକ ଭାରତ ଓ କତର। ବିଶ୍ବ ମାନ୍ୟତାରେ ୯୯ତମ ସ୍ଥାନରେ ଥିବା…

ରାଶିଫଳ

ମେଷ: କାର୍ଯ୍ୟରେ ସଫଳତା ଲାଗି ଧର୍ମକାର୍ଯ୍ୟରେ ସହଯୋଗ କରନ୍ତୁ। ଦାମ୍ପତ୍ୟ ସମ୍ବନ୍ଧ ଲାଗି ଦିନଟି ଭଲ। ଛାତ୍ରଛାତ୍ରୀ ଆଗକୁ ବଢ଼ିବା ଲାଗି ଅଧିକ ପରିଶ୍ରମ କରିବା ଦରକାର। ‌ ବୃଷ: ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନର ମଉକା ପାଇବେ। ଅଫିସ କାମ ସଂପୂର୍ଣ୍ଣ କରିବାରେ ସହକର୍ମୀଙ୍କ ସହଯୋଗ…

ଭାରତର ପରାଜୟ ସହିନପାରି ଆତ୍ମହତ୍ୟା କଲେ ଯୁବକ

ଭାରତ ବିଶ୍ୱକପ୍ ଫାଇନାଲରେ ହାରିବା  ଯାଜପୁର ବିଞ୍ଝାରପୁର ଅଂଚଳର  ଯୁବକ ଦେବରଞ୍ଜନ ଦାସଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ଗତକାଲି ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆଠୁ ଭାରତ ହାରିବା ପରେ ଦେବ ରଞ୍ଜନ ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି । କିନ୍ତୁ ଦେବରଞ୍ଜନ ପୂର୍ବରୁ ମାନସିକ ରୋଗରେ…

ୱାର୍ଲଡ କପକୁ ଅସମ୍ମାନ କଲେ ମିଚେଲ ମାର୍ଶ

ରବିବାର ଦିନ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ICC ୱାର୍ଲଡ କପ ୨୦୨୩ରେ ଅଷ୍ଟ୍ରେଲିଆ ୬ଟି ୱିକେଟ ନେଇ ଭାରତକୁ ପରାସ୍ତ କରି ଷଷ୍ଠ ଥର ପାଇଁ ୱାର୍ଲଡ କପ ବିଜେତା ହୋଇଯାଇଛି । ବ୍ଲୁ ଜର୍ସିରେ ଭରପୂର ଥିବା ଷ୍ଟାଡିୟମରେ ସମସ୍ତ ଭରାତବାସୀଙ୍କ ହୃଦୟ ଭାଙ୍ଗି ଦେଇ ନିଜ ସହିତ ବିଶ୍ୱକପ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ବାର୍ଷିକ ମହୋତ୍ସବକୁ ଉଦଘାଟନ କଲେ

ବାରିପଦା:  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦ୍ବିତୀୟ ଥର ପାଇଁ ନିଜ ଜନ୍ମମାଟିକୁ ଦୁଇଦିନିଆ ଗସ୍ତରେ ଆସିଛନ୍ତି। ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଥିଲେ। ସେଠାରୁ…

ଉପବାଚସ୍ପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲକଲେ ବିଜେଡି ବିଧାୟକ ସାଲୁଗା ପ୍ରଧାନ

ଭୁବନେଶ୍ୱର : ଉପବାଚସ୍ପତି ନିର୍ବାଚନ ପାଇଁ ଦାଖଲ ହୋଇଛି ନାମାଙ୍କନ ପତ୍ର । ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପଦ ପାଇଁ ବିଜେଡି ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଧାନସଭା ସଚିବଙ୍କ ନିକଟରେ ଦାଖଲ କରିଛନ୍ତି ନାମାଙ୍କନ ପତ୍ର । ରଜନୀକାନ୍ତ ସିଂହଙ୍କ ଇସ୍ତଫା…