କଲ୍କି – 2 ସିକ୍ୱେଲରେ ଦୀପିକା ନଜର ଆସିବେ ନାହିଁ

ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ନେଇ ଏକ ବଡ଼ ଖବର ଆସିଛି। ୨୦୨୪ରେ ରିଲିଜ୍ ହୋଇଥିବା ତେଲୁଗୁ ବ୍ଲକବଷ୍ଟର ଫିଲ୍ମ 'କଲ୍କି ୨୮୯୮ଏଡି'ର ସିକ୍ୱେଲରେ ଦୀପିକା ନଜର ଆସିବେ ନାହିଁ। ନିର୍ମାତା ଏନେଇ ଏକ୍ସରେ ପୋଷ୍ଟ କରି ଘୋଷଣା କରିଛନ୍ତି। ପୋଷ୍ଟରେ ଲେଖାଯାଇଛି ଯେ, ଅଭିନେତ୍ରୀ ଆଉ…

ଗାଡ଼ି ଦରରକୁ ଲକ୍ଷ ଲକ୍ଷ ଟଙ୍କା କମ୍‌ କରିଦେଇଛି ମାରୁତି ସୁଜୁକି

ଜୀବନରେ କିଛି ହଉ କି ନ ହଉ; ନିଜ ନାମରେ ଘର ଓ ଗାଡ଼ିଟିଏ କରିବାର ସ୍ବପ୍ନ କାହାର ବା ନଥାଏ! ଘର ତ ଅତି ବଡ଼ ସ୍ବପ୍ନ। ହେଲେ ଚାରିଚକିଆ ଗାଡ଼ି ଚଳାଇବାର ଇଚ୍ଛା ଆଜିକାଲା ପ୍ରାୟ ସଭିଙ୍କ ଭିତରେ। ହେଲେ ଟଙ୍କାକୁ ଡରି ଲୋକେ ନିଜ ସ୍ବପ୍ନକୁ ମାରିପକାନ୍ତି। ଏବେ କିନ୍ତୁ ଆଉ କାହାକୁ ତାଙ୍କ ସ୍ବପ୍ନ…

ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ

ସୁଭଦ୍ରା ଉପରେ ପ୍ରଥମ ରାଜ୍ୟସ୍ତରୀୟ ପରିଚାଳନା ଏବଂ ତଦାରଖ କମିଟି ବୈଠକର ସମୀକ୍ଷା ପରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ଯେ,  ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁ…

ପୁଣି ରାହୁଲ ଆଣିଲେ ଅଭିଯୋଗ

ଭୋଟ ଚୋରି ପ୍ରସଙ୍ଗ ନେଇ ପୁଣି ଥରେ ଭାରତୀୟ ନିର୍ବାଚନ କମିଶନ ଓ ବିଜେପିକୁ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ଟାର୍ଗେଟ। ଆଗକୁ ବିହାର ନିର୍ବାଚନ ହେବାକୁ ଥିବାବେଳେ ରାହୁଲ ଗାନ୍ଧୀ ପୁଣି ଥରେ ଭୋଟ ଚୋରି ପ୍ରସଙ୍ଗ ଉଠାଇଛନ୍ତି। ସେ ନିର୍ବାଚନ କମିଶନଙ୍କ ବିରୋଧରେ ଗୁରୁତର ଅଭିଯୋଗ…

ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ

ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ମୃତ୍ୟୁକୁ ନେଇ ଏବେ ଚାରିଆଡେ ଆଲୋଚନା ଚାଲିଛି । କଣ ପାଇଁ ସେ ଦୀପକକୁ ବିବାହ କଲେ ତାହା ବୁଝିହେଉନାହିଁ । ଶୁଭମିତ୍ରା ନିଖୋଜ ହେବାର ୧୨ ଦିନ ପରେ  ମାଟି ତଳୁ ତାଙ୍କର ଗଳିତ ଶବ ଉଦ୍ଧାର କରାଯାଇଛି । ପୁଲିସ ପ୍ରେମିକ ଦୀପକ ରାଉତ ଓରଫ ଦୀପୁ ତାଙ୍କୁ…

ରଙ୍ଗୀନ କେକ୍ , ଆଇସ୍ କେକ୍ ଏବଂ କଷ୍ଟମାଇଜ୍ କେକ୍ କର୍କଟ ରୋଗର କାରଣ

ଜନ୍ମଦିନ ହେଉ କି ବିବାହ ବାର୍ଷିକୀ ଆମେ ପ୍ରତିଟି ସେଲିବ୍ରେସନର ମୁହୂର୍ତ୍ତରେ କେକ୍ କାଟିବାକୁ ପସନ୍ଦ କରୁ । ଏପରି କୌଣସି ବ୍ୟକ୍ତିବିଶେଷ ନାହାନ୍ତି ଯାହାଙ୍କୁ କେକ୍ ଖାଇବାକୁ ଭଲ ନ ଲାଗେ । ଆଜିକାଲି ବଜାରରେ ଅନେକ ଭେରାଇଟିର କେକ୍ ମିଳୁଛି ଯେମିତିକି ରଙ୍ଗୀନ କେକ୍ , ଆଇସ୍ କେକ୍ ଏବଂ…

ଆଇସିସି ଟ୍ବେଣ୍ଟି-୨୦ ବୋଲର୍‌ ମାନ୍ୟତାର ଏକ ନମ୍ବର ସ୍ଥାନ ଅଧିକାର କରି ନେଇଛନ୍ତି ସ୍ପିନର ବରୁଣ ଚକ୍ରବର୍ତ୍ତୀ

ଭାରତୀୟ ବିସ୍ମୟ ସ୍ପିନର ବରୁଣ ଚକ୍ରବର୍ତ୍ତୀ ନିଜ ଘଟଣା ବହୁଳ କ୍ରିକେଟ୍ କ୍ୟାରିୟର୍‌ରେ ଏକ ବଡ଼ ଲମ୍ଫ ମାରି ଆଇସିସି ଟ୍ବେଣ୍ଟି-୨୦ ବୋଲର୍‌ ମାନ୍ୟତାର ଏକ ନମ୍ବର ସ୍ଥାନ ଅଧିକାର କରି ନେଇଛନ୍ତି। ଚଳିତ ଏସିଆ କପ୍‌ରେ ୟୁଏଇ ବିପକ୍ଷରେ ୪ ରନ୍ ଏବଂ ପାକିସ୍ତାନ ବିପକ୍ଷରେ ୨୪ ରନ୍ ଖର୍ଚ୍ଚ କରି…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ

ଗୁରୁବାର ଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ସାତଟି କାର୍ଯ୍ୟଦିବସ ରହିଛି। ସେପ୍ଟେମ୍ବର ୧୯ ତାରିଖରେ କେବଳ ବେସରକାରୀ ସଭ୍ୟଙ୍କ କାର୍ଯ୍ୟ ପାଇଁ ଧାର୍ଯ୍ୟ ହୋଇଥିଲା ବେଳେ ବାକି ୬ ଦିନ ସରକାରୀ…

ଆଜିର ରାଶିଫଳ

ମେଷ: ଲୋକଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଘର ଖର୍ଚ୍ଚ ବଢ଼ିପାରେ। ଆପଣଙ୍କ କାମ ନିର୍ଦ୍ଧାରିତ ସମୟରେ ସରିବ। ରାଜନୀତିରେ ସଫଳତା ପାଇବେ। ବୃଷ: ଘରେ ଉଚିତ ବ୍ୟବସ୍ଥା ବନାଇ ରଖିବା ଚେଷ୍ଟାରେ ସଫଳ ହେବେ। ଆପଣଙ୍କ ଆତ୍ମବିଶ୍ବାସ ବଢ଼ିବ। ସନ୍ଧ୍ୟା ସୁଦ୍ଧା ଶୁଭ ଖବର ପାଇବେ। ଦାମ୍ପତ୍ୟ…

ଆସନ୍ତା ୨୦ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ୟୁଏଏସ୍‌ ଉପସ୍ଥାନ ଲାଗୁ ହେବ

ଆସନ୍ତା ୨୦ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶତପ୍ରତିଶତ ଶିକ୍ଷୟିତ୍ରୀଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ୟୁନିଫାଏଡ୍‌ ଅଟୋମେଶନ ସିଷ୍ଟମ (ୟୁଏଏସ୍‌) ମଡ୍ୟୁଲ ଉପସ୍ଥାନ ଲାଗୁହେବ। ଏନେଇ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ ମଙ୍ଗଳବାର…