ଇରାନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇସ୍ଲାମିକ ରିପବ୍ଲିକ୍ ଅଫ୍ ଇରାନ୍ ର ରାଷ୍ଟ୍ରପତି ମହାମହିମ ଡକ୍ଟର ସୟଦ ଇବ୍ରାହିମ ରାଇସିଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି । ଉଭୟ ନେତା ପଶ୍ଚିମ ଏସିଆ ଅଞ୍ଚଳର କଠିନ ପରିସ୍ଥିତି ଏବଂ ଇସ୍ରାଏଲ-ହାମାସ ସଂଘର୍ଷ ଉପରେ ମତ ବିନିମୟ କରିଥିଲେ।…