ଆଜିର ରାଶିଫଳ

ମେଷ:-କେହି ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଆପଣଙ୍କ ଘରକୁ ଆସିବେ। ଅଧୁରା କାମ ସଂପୂର୍ଣ୍ଣ ହେବ। କିଛି ମହତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ ହେବ। ଗୃହ ସଂପତ୍ତି କିଣିବା ଯୋଗ ଅଛି। ବୃଷ:-ଆପଣଙ୍କୁ ଉନ୍ନତି ପାଇଁ କିଛି ନୂଆ ସାଧନ ମିଳିବ। ରାଜନୀତି ଲୋକଙ୍କର ସମାଜରେ ପ୍ରଭାବ…

ରାଜ୍ୟରେ ମୋଟ ୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ର ଉଦଘାଟିତ

ରାଜ୍ୟରେ ମୋଟ ୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏଥିମଧ୍ୟରେ ରହିଛି ଅନୁଗୁଳର ୩୫ ଟି, ବାଲେଶ୍ୱରର ୭୭, ବରଗଡ଼ର ୪୪ଟି, ଭଦ୍ରକର ୩୪ଟି, ବଲାଙ୍ଗୀରର ୨୩ଟି, ବୌଦ୍ଧର ୧୧ଟି, କଟକର ୨୬ଟି, ଦେବଗଡ଼ର ୫ଟି, ଢେଙ୍କାନାଳର ୧୮ଟି, ଗଜପତିର…

ୟୁପିଆଇ ଜରିଆରେ ଟଙ୍କା ଉଠାଇବା ସୁବିଧା ଖୁବଶିଘ୍ର

ୟୁପିଆଇ ମାଧ୍ୟମରେ ଯେଭଳି ଲୋକମାନେ ଟଙ୍କା ଉଠାଇ ପାରିବେ, ସେଥିପାଇଁ ବ୍ୟବସ୍ଥା କରାଯାଉଛି। ବିଶେଷ କରି ଗ୍ରାମାଞ୍ଚଳ ଓ ଅପହଞ୍ଚ ଅଞ୍ଚଳର ଲୋକମାନଙ୍କ ଆବଶ୍ୟକତାକୁ ଦୃଷ୍ଟି ଦିଆଯାଇଛି। ଦେଶବ୍ୟାପୀ ଥିବା ବିଜନେସ୍ କରେସ୍‌ପଣ୍ଡେଣ୍ଟ୍‌ (ବିସି) ନେଟ୍‌ୱର୍କକୁ ବ୍ୟବହାର କରି ୟୁପିଆଇ ଜରିଆରେ…

ଭଣ୍ଡ ସନ୍ନ୍ୟାସୀ କିଏ?

ବିଜେଡିରେ ଏବେ ଶ୍ରୀମୟୀଙ୍କ ଲେଖାକୁ ନେଇ ଆଲୋଚନା ଜୋର ଧରିଛି । ସେ ଭଣ୍ଡ ସନ୍ନ୍ୟାସୀ ପ୍ରସଙ୍ଗ ଉଠାଇ କିଛି ପୋଷ୍ଟ କରିଛନ୍ତି । ବିଜେଡିର ବରିଷ୍ଠ ନେତ୍ରୀ ଶ୍ରୀମୟୀ ମିଶ୍ର ପାଣ୍ଡିଆନ୍‌ଙ୍କ ସଂପର୍କରେ ଲେଖାଯାଇଥିବା ଚର୍ଚ୍ଚା ହେଉଛି। ଏହି ପୋଷ୍ଟ୍ ସ୍ପଷ୍ଟ ଭାବେ କାହାଙ୍କୁ ନିଶାନା…

୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଓଡ଼ିଶାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଦ୍ୱାରା ୯୧୩ଟି ନୂତନ  ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ ହୋଇଛି। ଏହା ମହିଳା ଓ ଶିଶୁ ବିକାଶ ବିଭାଗର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଯାହା ରାଜ୍ୟରେ ଶିଶୁ ସମ୍ରକ୍ଷଣ ଏବଂ ପୋଷଣ କାର୍ଯ୍ୟକ୍ରମକୁ ମଜବୁତ୍ କରିବ। ଏହି…

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ବୁଦ୍ଧାଦିତ୍ୟ ମହାନ୍ତି

ଲୋକପ୍ରିୟ ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। ସେ ଥଣ୍ଡା, ଜ୍ବରରେ ପୀଡ଼ିତ ହୋଇ କଟକର ସିଡିଏସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଫୁସ୍‌ଫୁସ୍‌ ସଂକ୍ରମଣଜନୀତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବା ଡାକ୍ତରମାନେ ପ୍ରାଥମିକ ଭାବେ ସୂଚନା ଦେଇଛନ୍ତି।…

ଲୁଚି ଲୁଚି ନିର୍ବନ୍ଧ କଲେ ବଲିଉଡ ଅଭିନେତ୍ରୀ ହୁମା କୁରେଶୀ

ଲୁଚି ଲୁଚି ନିର୍ବନ୍ଧ କଲେ ବଲିଉଡ ଅଭିନେତ୍ରୀ ହୁମା କୁରେଶୀ। ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ସମସ୍ତଙ୍କ ଧ୍ୟାନ ଆକର୍ଷଣ କରୁଥିବା ହୁମା ଏବେ ନିଜର ପ୍ରେମିକ ରଚିତ୍ ସିଂହଙ୍କ ସହ ନିର୍ବନ୍ଧ କରିଥିବା ଜଣାଯାଇଛି। ନିଜ ବ୍ୟକ୍ତିଗତ ଜୀବନକୁ ଲାଇମଲାଇଟରୁ ଦୂରରେ ରଖୁଥିବା ହୁମା ଏବେ ନିଜ…

ଆସନ୍ତା ୧୭ରୁ ୨୬ତାରିଖ ପର୍ଯ୍ୟନ୍ତ ଓଡ଼ିଶା ପ୍ରୋ ଟି-୨୦ ଲିଗ୍

ଓଡ଼ିଶା କ୍ରିକେଟ ସଂଘ (ଓସିଏ) ଓ ଆରିଭା ‌ସ୍ପୋର୍ଟ୍ସ ମିଳିତ ଉଦ୍ୟମରେ ଆସନ୍ତା ୧୭ରୁ ୨୬ତାରିଖ ପର୍ଯ୍ୟନ୍ତ ଓଡ଼ିଶା ପ୍ରୋ ଟି-୨୦ ଲିଗ୍ (ଓପିଟିଏଲ୍‌) ବାରବାଟୀ ଷ୍ଟାଡିୟମ‌ରେ ଅନୁଷ୍ଠିତ ହେବ। ବୁଧବାର ଅପରାହ୍‌ଣ ୫ରୁ ୭ଟା ପର୍ଯ୍ୟନ୍ତ ଉଦ୍‌ଘାଟନୀ ସମାରୋହ ହେବ। ଏଥିରେ ବଲିଉଡ୍ ଷ୍ଟାର୍‌ଙ୍କ…

ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ପୂର୍ଣ୍ଣିଆରେ ପ୍ରାୟ ୪୦,୦୦୦  କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ତାଙ୍କର ସମ୍ମାନଜନକ ଶୁଭେଚ୍ଛା ଜଣାଇଛନ୍ତି। ସେ ମତ ଦେଇଥିଲେ ଯେ …

ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ

ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଭିନ୍ନ ସ୍ଥାନରେ ଜନସାଧାରଣ ଓ କାର୍ଯ୍ୟକର୍ତ୍ତାମାନେ ସ୍ୱାଗତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ସକାଳେ ବାଲେଶ୍ୱର ଷ୍ଟେସନରେ ପହଞ୍ଚିବା ପରେ ବେତନଟୀ ଦେଇ ସରକାରୀ ଓ ସାମାଜିକ…