ଇ-ପ୍ରଶାସନର ଜ୍ୱଳନ୍ତ ଉଦାହରଣ ପାଲଟିଛି କେନ୍ଦୁଝରର ଶୁଆକାଟି ପଞ୍ଚାୟତ
ପ୍ରଶାସନିକ କ୍ଷେତ୍ରରେ ଡିଜିଟାଲ ପ୍ରଯୁକ୍ତିର ସଦୁପଯୋଗ କରି ନାଗରିକଙ୍କୁ ସୁଶାସନ ଯୋଗାଇ ଦେଇଥିବା କେନ୍ଦୁଝର ଜିଲ୍ଲାର ଶୁଆକାଟି ପଞ୍ଚାୟତକୁ ଚଳିତ ବର୍ଷ ଜାତୀୟ ଇ-ପ୍ରଶାସନ ପୁରସ୍କାର-୨୦୨୫ ପ୍ରଦାନ କରାଯିବ। ଆସନ୍ତା ୨୨-୨୩ ତାରିଖରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଅନୁଷ୍ଠିତ ହେବାକୁ…