ରାଶିଫଳ

ମେଷ: କୌଣସି ପାରିବାରିକ ଦାୟିତ୍ବ ମିଳିପାରେ। ଇଲେକ୍ଟ୍ରୋନିକ୍ସ ସାମଗ୍ରୀ କିଣିବେ। ଲାଗି ରହିଥିବା ବିବାଦ ସମାପ୍ତ ହୋଇଯିବ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। ବୃଷ: ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ଇସ୍ପାତ ସାମଗ୍ରୀ କିଣି ପାରନ୍ତି। ଅଫିସରେ ସମସ୍ତଙ୍କ ସହିତ ଭଲ ତାଳମେଳ ରହିବ।…

ଭୋଟର ତାଲିକା ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ନିର୍ବାଚନ ପାଖେଇ ଆସୁଥିବା ବେଳେ ଆଜିଠୁ ଆରମ୍ଭ ହୋଇଛି ଭୋଟର ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟା ।  ନୂଆ ଭୋଟରଙ୍କୁ ସାମିଲ କରିବା ସହ ସଂଶୋଧନ ପାଇଁ ଭୋଟର ତାଲିକାରେ ନାମ ସାମିଲ କରିପାରିବେ ।  ୧୮ବର୍ଷ ହେବାକୁ ଥିବା ଯୁବ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ହେବେ।…

ନବୀନ ଓଡ଼ିଶାର ଅଧ୍ୟକ୍ଷଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ୧୪ଟି ସରକାରୀ କର୍ମଚାରୀ ସଂଘ

ଭୁବନେଶ୍ୱର : 5T ଓ ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ୧୪ଟି ସରକାରୀ କର୍ମଚାରୀ ସଂଘ ଭେଟି ଶୁଭେଛା ଜଣାଇଛନ୍ତି। ଓଡ଼ିଶା ବିକାଶ ଦିଗରେ ଆଗଉଛି ।   ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନରେ ମୁଖ୍ୟ ସେନାପତି ସାଜିଥିବା ଭିକେ…

ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ

ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ । ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ, ଗୀତିକାର ସ୍ୱରୂପ ନାୟକଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  । ‘ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ୱରୂପ…

‘ମେଡ ଇନ ଇଣ୍ଡିଆ’ ଗୁଗଲ ପିକ୍ସେଲ ସ୍ମାର୍ଟଫୋନ

ମୋବାଇଲ ୟୁଜରଙ୍କୁ ଆଉ ଅପେକ୍ଷା କରିବାକୁ ପଡ଼ିବ ନାହିଁ, କାହିଁକି ନା ଖୁବଶୀଘ୍ର ପ୍ରସ୍ତୁତ ହେବାକୁ ଯାଉଛି ‘ମେଡ ଇନ ଇଣ୍ଡିଆ’ ଗୁଗଲ ପିକ୍ସେଲ ସ୍ମାର୍ଟଫୋନ । ଗୁଗଲ ଡିଭାଇସ ଆଣ୍ଡ ସର୍ଭିସେସ୍‌ର ସିନିଅର ଭାଇସ୍‌ ପ୍ରେସିଡେଣ୍ଟ ଗୁଗଲ ଫର ଇଣ୍ଡିଆ କାର୍ଯ୍ୟକ୍ରମରେ କହିଛନ୍ତି, ଗୁଗଲ ଇଣ୍ଡିଆରେ…