Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Author
Metro TV Odisha 16142 posts 0 comments
ଆଜିଠୁ ବସ୍ ଚଳାଚଳ ବନ୍ଦ
ଆଜିଠୁ ସାରା ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ। ରାଜ୍ୟ ସରକାର ଯେତେଦିନ ପର୍ଯ୍ୟନ୍ତ ‘ଲକ୍ଷ୍ମୀ’ ଯୋଜନାରେ ଘରୋଇ ବସ୍କୁ ସାମିଲ୍ କରିବା ସହ ମୋ ବସ୍କୁ କେବଳ ସହରାଞ୍ଚଳରେ ଚଳାଇବା ନେଇ ଲିଖିତ ପ୍ରତିଶ୍ରୁତି ଦେଇନାହାନ୍ତି ସେତେଦିନ ପର୍ଯ୍ୟନ୍ତ ଏହି ଧର୍ମଘଟ ଜାରି ରହିବ ବୋଲି…
ଆଜିର ରାଶିଫଳ
ମେଷ: ଧର୍ମକାର୍ଯ୍ୟରେ ମନ ଲାଗି ରହିବ। ଯୋଜନା ପ୍ରସ୍ତୁତ କରିବା ଲାଗି ଦିନଟି ଭଲ। ବନ୍ଧୁ ସହଯୋଗରେ ସବୁ ଅଶାନ୍ତି ସମାଧାନ ହୋଇଯିବ। ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ।
ବୃଷ: ସାମାଜିକ ସ୍ତରରେ ଲୋକଙ୍କୁ ସାହାଯ୍ୟ କରିବେ। ଆପଣଙ୍କ କଂପାନି କୌଣସି ବଡ଼ କଂପାନି ସହିତ ଚୁକ୍ତି କରିବ।…
ଆସନ୍ତାକାଲି ବସ ଧର୍ମଘଟ ନକରିବାକୁ ପରିବହନ ମନ୍ତ୍ରୀଙ୍କ ଅନୁରୋଧ
ପୂଜା ଛୁଟି ବେଳେ ଆସନ୍ତାକାଲି ଘରୋଇ ବସ ଧର୍ମଘଟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ବସ ଧର୍ମଘଟ ନକରିବାକୁ ଘରୋଇ ବସ ମାଲିକ ସଂଘକୁ ଅନୁରୋଧ କରିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପାର୍ବଣ ସମୟରେ ବସ ଧର୍ମଘଟ…
ଟିଏମ୍ସି ସାଂସଦ ମହୁଆ ମୋଇତ୍ର ବିରୋଧରେ ଲାଞ୍ଚ ନେଇ ସଂସଦରେ ପ୍ରଶ୍ନ କରିବା ଅଭିଯୋଗ ଜୋର ଧରିଲା
ନୂଆଦିଲ୍ଲୀ: ଟିଏମ୍ସି ସାଂସଦ ମହୁଆ ମୋଇତ୍ର ଅଡ଼ୁଆ ବଢ଼ିବାରେ ଲାଗିିଛି । ସଂସଦରେ ଟଙ୍କା ନେଇ ପ୍ରଶ୍ନ ପଚାରିବା ମାମଲାକୁ ନେଇ ରାଜନୀତି ଜୋର ଧରିଛି । ଲାଞ୍ଚ ନେଇ ସଂସଦରେ ପ୍ରଶ୍ନ କରିବା ମାମଲାରେ ଏକ ନୂଆ ମୋଡ଼ ଆସିଛି। ବ୍ୟବସାୟୀ ଦର୍ଶନ ହୀରାନନ୍ଦାନୀ ନିଜେ ଏକ ସତ୍ୟପାଠ ଦ୍ବାରା…
ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପାଲେଷ୍ଟାଇନ୍ ରାଷ୍ଟ୍ରପତି ମହାମହିମ ମିଃ ମହମ୍ମଦ ଆବ୍ବାସଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି। ଗାଜାର ଅଲ୍ ଅହଲି ହସ୍ପିଟାଲରେ ସାଧାରଣ ନାଗରିକଙ୍କ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଭାରତ ଏବଂ ଏହି ଅଞ୍ଚଳ…
୧୬ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର
ଭୁବନେଶ୍ବର: ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନ୍ତ୍ରିମଣ୍ଡଳ ବୈଠକରେ ଅନୁସୂଚିତ ଜାତି, ଜନଜାତି ବିଭାଗରେ ଆସୁଥିବା ମୁଣ୍ଡାରି ଭାଷା ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ହେବାକୁ ନିଷ୍ପତ୍ତି ହୋଇଛି । କ୍ୟାବିନେଟ୍ ବୈଠକରେ ୭ଟି ବିଭାଗର ୧୬ଟି ପ୍ରସ୍ତାବରେ…
ବିଶ୍ବକପରେ ଭାରତର ଚତୁର୍ଥ ବିଜୟ:ବାଂଲାଦେଶକୁ ୭ ଓ୍ବିକେଟରେ ହରାଇଲା
ପୁନେ: ବିଶ୍ବକପରେ ବାଂଲାଦେଶକୁ ୭ ଓ୍ବିକେଟରେ ହରାଇଲା ଭାରତ । କୋହଲିଙ୍କ ଅପରାଜିତ ଶତକ, ରୋହିତ ଶର୍ମା ୪୮ରନ ଓ ଶୁଭମନ ଗିଲ ୫୩ ରନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବାଂଲାଦେଶ ଦ୍ବାରା ରଖାଯାଇଥିବା ୨୫୭ ରନର ଲକ୍ଷ୍ୟକୁ ସହଜରେ ହାସଲ କରିନେଇଥିଲା । ବିରାଟ କୋହଲି ୪୧.୩ ତମ ଓଭରରେ ଛକା…