ଭାରତ-ବାଂଲାଦେଶ ଲଢ଼େଇ ଆଜି

ପୁଣେ:  ବିଶ୍ବକପ୍‌ରେ ଭାରତ ଆଜି ବାଂଲାଦେଶ ସହ ମୁକାବିଲା କରିବ । ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ପାକିସ୍ତାନକୁ ପରାସ୍ତ କରିଛି ରୋହିତ ଶର୍ମାଙ୍କ ଦଳ ।  ବିଶ୍ବକପ୍‌ ଇତିହାସରେ ଭାରତ ୩-୧ରେ ଆଗୁଆ ରହିଥିବା ବେଳେ ସାକିବ୍ ଆଲ୍ ହାସନ୍‌ଙ୍କ ଦଳ ସ୍ପିନ୍ ଶକ୍ତି ବଳରେ ଭାରତକୁ ଅଡ଼ୁଆରେ ପକାଇବ…

ନ୍ୟୁଜିଲାଣ୍ଡର ଚତୁର୍ଥ ବିଜୟ

ଚେନ୍ନାଇ: ନିୟମିତ ଅଧିନାୟକ କେନ୍‌ ୱିଲିୟମସନ୍‌ଙ୍କ ବିନା ନ୍ୟୁଜିଲାଣ୍ଡ ଚଳିତ ଦିନିକିଆ ବିଶ୍ବକପ୍‌ରେ ଲଗାତାର ଚତୁର୍ଥ ବିଜୟ ପାଇଛି। ଚେନ୍ନାଇର ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ  ବିପର୍ଯ୍ୟୟ ସୃଷ୍ଟି କରିଥିବା ଆଫଗାନିସ୍ତାନକୁ ୧୪୯ ରନ୍‌ରେ…

ଗାଜା ହସ୍ପିଟାଲ ଉପରେ ହୋଇଥିବା ଆକ୍ରମଣ ପଛରେ ନାହିଁ ଇସ୍ରାଏଲର ହାତ

ଇସ୍ରାଏଲ୍‌ ପ୍ରତି ସମର୍ଥନ ବ୍ୟକ୍ତ କରିବା ଲାଗି ଆଜି ରାଷ୍ଟ୍ରପତି ବାଇଡେନ୍‌ ଇସ୍ରାଏଲ୍‌ ଗସ୍ତରେ ଆସି ଗାଜା ହସ୍ପିଟାଲ ଉପରେ ହୋଇଥିବା ଆକ୍ରମଣ ପଛରେ  ଇସ୍ରାଏଲର ହାତନାହିଁ ବୋଲି କହିଛନ୍ତି । ତେଲ୍‌ ଅଭିଭ୍‌ ଅଭିମୁଖେ ଆସିବା ବାଟରେ ରାଷ୍ଟ୍ରପତି ବାଇଡେନ୍‌ ଇସ୍ରାଏଲ୍‌ର ପ୍ରଧାନମନ୍ତ୍ରୀ…

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଘାରିଛି ଗିରଫ ଭୟ

କଟକ: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର  ହାଇକୋର୍ଟରେ କରିଛନ୍ତି ଆଗୁଆ ଜାମିନ ଆବେଦନ । ୨୦୨୨ ଓ ୨୦୨୩ରେ ଦୁଇଟି ଘଟଣାରେ ଜୟନାରାୟଣ ମିଶ୍ରଙ୍କ ବିରୋଧରେ ସମ୍ବଲପୁରରେ ଦୁଇଟି ମାମଲା ହୋଇଥିଲା । ଏହି ଦୁଇଟି ମାମଲାରେ ସେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ୨୦୨୨ ଫେବୃଆରୀରେ…

ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ

ଓଡ଼ିଶାର ରାଜ୍ୟପାଳ ହେବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ପ୍ରଫେସର ଗଣେଶୀ ଲାଲଙ୍କ ଉତ୍ତରାଧିକାରୀ ଭାବରେ ଶ୍ରୀ ଦାସଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି। ରାଷ୍ଟ୍ରପତି ଭବନରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ଓଡ଼ିଶାର…

ଜମିଜମା ସମସ୍ୟାର ତୁରନ୍ତ ସମାଧାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏ ସଂପର୍କରେ ସେପ୍ଟେମ୍ବର ମାସର ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ରାଜସ୍ବ ଓ…

ସଂଧ୍ୟା ଦଳେଇ ହେଲେ ମିସେସ୍‌ ଏସିଆ ୱାର୍ଲଡ-୨୦୨୩

ରାୟଗଡାର ଝିଅ ଡ.ସଂଧ୍ୟା ଦଳେଇ ଥାଇଲାଣ୍ଡର ବ୍ୟାଙ୍ଗକକ୍‌ରେ ଅନୁଷ୍ଠିତ ମିସେସ ଏସିଆ ୱାର୍ଲଡ-୨୦୨୩ ପ୍ରତିଯୋଗିତାରେ ବିଜୟିନୀ ହୋଇଛନ୍ତି। ଏହି କାର୍ଯ୍ୟକ୍ରମକୁ ମୁମ୍ବାଇ ଗ୍ଲୋବାଲ ଇଣ୍ଟରନେସନାଲ ବ୍ୟୁଟି ପେଜିଏଣ୍ଟ ତରଫରୁ ଆୟୋଜନ କରାଯାଇଥିଲା। ଡ.ସଂଧ୍ୟା ଦିଲ୍ଲୀରେ ଅନୁଷ୍ଠିତ ଚୟନ…