ଗାଜା ହସ୍ପିଟାଲରେ ବୋମାମାଡ଼,  ୫୦୦ ମୃତ

ଗାଜା: ଗାଜାର ଅଲ-ଆହଲି ଆରବୀ ହସ୍ପିଟାଲ ଉପରେ ଆଜି ସନ୍ଧ୍ୟାରେ ଇସ୍ରାଏଲ ବୋମାମାଡ଼ କରିଛି। ଆକ୍ରମଣରେ ପ୍ରାୟ ୫ ଶହ ଲୋକଙ୍କ ମୃତ୍ୟୁ ହୋଇଛି ବୋଲି ଗାଜା ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଗାଜା ସହରର କେନ୍ଦ୍ରସ୍ଥଳରେ ଅବସ୍ଥିତ ଏହି ପ୍ରମୁଖ ହସ୍ପିଟାଲରେ ପ୍ରଚଣ୍ଡ ବିସ୍ଫୋରଣ…